Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବ୍ରହ୍ମପୁର ପୋଲିସ ଜିଲ୍ଲା ର କେ ନୂଆଙ୍ଗା ଥାନା ପୋଲସରା ଗ୍ରାମରେ ଚୋରି ଅଭିଯୋଗ |

13-Mar-2026

କେ ନୂଆଙ୍ଗା ଥାନା ପୋଲସରା ଗ୍ରାମରେ ବଡ଼ ଧରଣର ଚୋରି ଅଭିଯୋଗ, 

  ଓଡିଶା ଜନ ମତ  ବ୍ୟୁରୋ,

ବ୍ରହ୍ମପୁର ପୋଲିସ ଜିଲ୍ଲାର କେ.ନୁଆଗାଁ ଥାନା ଅନ୍ତର୍ଗତ ପୋଲସରା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଚୋରି ଘଟଣା ଘଟିଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଆସି ପଦ୍ମାଙ୍କ ଘରେ କୌଣସି ଦୁର୍ବୃତ୍ତ ପଶି ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଅଳଙ୍କାର, ରୂପା ଓ ନଗଦ ଟଙ୍କା ଚୋରି କରିନେଇଥିବା ନେଇ ସେ ଚିକିଟୀ ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି।ଅଭିଯୋଗ ଅନୁଯାୟୀ, ଆସି ପଦ୍ମାଙ୍କ ଘରେ ଚାରିଜଣ ମହିଳା ବସବାସ କରୁଛନ୍ତି। ସବୁଦିନ ପରି ଗତକାଲି ରାତିରେ ଖାଇପିଇ ପରିବାର ଲୋକେ ଘରେ ଶୋଇଥିଲେ। ପରବର୍ତ୍ତୀ ଦିନ ସକାଳେ ଉଠି ଘରର କବାଟ ଓ ଆଲମିରା ଖୋଲିବା ସମୟରେ ସେଥିରେ ରଖାଯାଇଥିବା ସୁନା, ରୂପା ଓ ନଗଦ ଟଙ୍କା ଚୋରି ହୋଇଥିବା ଦେଖି ଆଶ୍ଚର୍ଯ୍ୟଚକିତ ହୋଇଥିଲେ।ପରେ ପଦ୍ମା ଗ୍ରାମବାସୀ ଓ ଆଖପାଖ ଲୋକଙ୍କୁ ଏହି ଘଟଣା ବିଷୟରେ ସୂଚନା ଦେଇଥିଲେ। ଗ୍ରାମବାସୀ ଓ ପରିବାର ଲୋକେ ଆଖପାଖ ଅଞ୍ଚଳରେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସୁତ୍ର ମିଳିନଥିଲା। ପରେ ସେ ଚିକିଟୀ ଫାଣ୍ଡିରେ ଯାଇ ଲିଖିତ ଅଭିଯୋଗ କରିଥିଲେ।ଅଭିଯୋଗରେ ଉଲ୍ଲେଖ ଅନୁସାରେ, ଦୁର୍ବୃତ୍ତମାନେ ବାଡ଼ି ପଟର କବାଟ ଭାଙ୍ଗି ଘରେ ପ୍ରବେଶ କରିଥିଲେ ଏବଂ ଘର ଭିତରେ ଥିବା ଆଲମିରାକୁ ଭାଙ୍ଗି ସେଥିରେ ରଖାଯାଇଥିବା ପ୍ରାୟ ୩୦ ଭରି ସୁନା, ୩ ଭରି ରୂପା ଓ ପ୍ରାୟ ୧୦ ହଜାର ଟଙ୍କା ନଗଦ ଚୋରି କରିନେଇଥିବା କୁହାଯାଇଛି।ଅଭିଯୋଗ ପାଇବା ପରେ ଅପରାହ୍ନ ସମୟରେ ଚିକିଟୀ ଫାଣ୍ଡି ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ଏବଂ ଘରେ ଛାନଭିନ କରିଥିବା ଦେଖିବାକୁ ମିଳିଛି।
ଏହି ସମ୍ପର୍କରେ କେ.ନୁଆଗାଁ ଥାନା ଅଧିକାରୀ ବିଶ୍ୱଜିତ ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଜଣେ ମହିଳା ତାଙ୍କ ଘରେ ଚୋରି ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।

News Comment

You Might Also Like

BACK TO TOP