Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଦୁଇ ସାହିର ବାସିନ୍ଦାଙ୍କ ଆକ୍ରମଣ ଘଟଣା ରେ ଉଭୟ ପାର୍ଟି ର ତିନିଜଣଙ୍କୁ ଗିରଫକଲା ବେଲଗୁଣ୍ଠା ପୋଲିସ |

13-Mar-2026

 ବେଲଗୁଣ୍ଠା  ସିନେମା ହଲ ଛକରେ ଗଣ୍ଡଗୋଳ ମାମଲାରେ ୩ ଗିରଫ, କୋର୍ଟ ଚାଲାଣ ।

 ଓଡିଶା ଜନ ମତ ବ୍ୟୁରୋ |,

ଦୁଇ ସାହି ବାସିନ୍ଦା ଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପାର୍ଟି ର  ମହିଳା ସମେତ ତିନି ଜଣଙ୍କୁ ଗିରଫ କରିଛି ପୋଲିସ | ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସିନେମା ହଲ୍ ଛକରେ  ଏକ ଗଣ୍ଡଗୋଳ ମାମଲାରେ ପୋଲିସ ଉଭୟ ପକ୍ଷରୁ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ପୋଲିସ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ କୋଳି ସାହିର ଚନ୍ଦ୍ରଶେଖର ପାତ୍ର ସିନେମା ହଲ୍ ଛକର କୁନା ବେହେରାଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାକୁ ନେଇ ୧୨ ତାରିଖ ଦିନ ପୁଣି ଥରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାର ପ୍ରତିଶୋଧ ନେବାକୁ ଯାଇ କୁନା ବେହେରା, ତାଙ୍କ ପତ୍ନୀ ପ୍ରମିଳା ଏବଂ ତାଙ୍କ ପୁଅ ମିଶି ଚନ୍ଦ୍ରଶେଖରଙ୍କୁ ଇଟାରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ କରିଥିଲେ ଚନ୍ଦ୍ର ଶେଖର ପାତ୍ର ।ବେଲଗୁଣ୍ଠା ପୋଲିସ ଏହି ଦୁଇଟି ପୃଥକ ମାମଲାରେ ତଦନ୍ତ କରି ଚନ୍ଦ୍ର ଶେଖର ପାତ୍ରଙ୍କ ଅଭିଯୋଗ ଅନୂଯାୟୀ ୯୪/୨୬ ରେ ଏକ ମାମଲା ରୁଜ୍ଜୁ କରି  ପୋଲିସ କୁନା ବେହେରା (୪୫) ଏବଂ ତାଙ୍କ ପତ୍ନୀ ପ୍ରମିଳା ବେହେରା (୩୬)ଙ୍କୁ ଗିରଫ କରିଛି। ସେମାନଙ୍କ ବିରୋଧରେ ବିଏନଏସ ର ବିଭିନ୍ନ ଧାରା ଯଥା ୧୨୬(୨)/୨୯୬/୧୧୫(୨) ଓ ୩୫୧(୨) ଅଧୀନରେ ମାମଲା ରୁଜ୍ଜୁ ହୋଇଥିବା ବେଳେ କୁନା ବେହେରାଙ୍କ କାଉଣ୍ଟର ଅଭିଯୋଗ କ୍ରମେ ୯୫/୨୬ ରେ ପୋଲିସ ଏକ ମାମଲା ରୁଜୁ କରି ଚନ୍ଦ୍ରଶେଖର ପାତ୍ର (୨୬)ଙ୍କୁ ମଧ୍ୟ ଗିରଫ କରିଛି। ତାଙ୍କ ବିରୋଧରେ ମଧ୍ୟ ସମାନ ଧରଣର ଧାରା ଲାଗିଥିବା ଜଣାପଡ଼ିଛି ।ଆଜି ପୋଲିସ ଗିରଫ ସମସ୍ତ ତିନି ଅଭିଯୁକ୍ତଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରିଥିବା ନେଇ ଥାନାଧିକାରୀ ରେବତୀ ଶବର ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP