Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁକିଙ୍ଗ ହେଉନି ଘରୋଇ ଗ୍ୟାସ ଚିନ୍ତାରେ ଖାଉଟି |

16-Mar-2026

ବୁକିଂ ହେଉନି ଘରୋଇ ଗ୍ୟାସ, ଚିନ୍ତାରେ ଲୋକେ
କମର୍ସିଆଲ ଗ୍ୟାସ ସଙ୍କଟ, ହୋଟେଲ ଉପରେ ପଡ଼ୁଛି ପ୍ରଭାବ

 ଓଡିଶା ଜନ ମତ, ବୁଗୁଡ଼ା, କୁମୁଦ ଚନ୍ଦ୍ର ବେହେରା,

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ପଲ୍ଲୀରୁ ଦିଲ୍ଲୀ ଯାଏଁ ଗ୍ୟାସ ସଙ୍କଟ ଦେଖାଦେଇଛି । ବୁଗୁଡ଼ାରେ ଚାରିଦିନ ହେଲା ଘରୋଇ ଓ କମର୍ସିଆଲ ଗ୍ୟାସ ସଙ୍କଟ ଘଟିଲେଣି । ଜଳଖିଆ ଦୋକାନ, ହୋଟେଲ ଓ ବଡ଼ବଡ଼ ରେଷ୍ଟୁରାଣ୍ଟକୁ କମର୍ସିଆଲ ଗ୍ୟାସ ଚାରିଦିନ ହେଲା ଯୋଗାଣ ପାଉନାହିଁ । ଫଳରେ ଗଚ୍ଛିତ ଥିବା ଗ୍ୟାସ ବି ସରିବାକୁ ବସିଲାଣି । ଯେକୌଣସି ମୁହୂର୍ତ୍ତରେ ସରିଗଲେ ବ୍ୟବସାୟ ବନ୍ଦ ହେବାର ଆଶଙ୍କା କରାଯାଉଛି । ସେହିପରି ଘରୋଇ ଗ୍ୟାସ ବୁକିଂ ମଧ୍ୟ ସହଜରେ ହେଉନାହିଁ । ଏବେ ଗ୍ୟାସ ନେବାର ୨୫ ଦିନ ପରେ ପରବର୍ତ୍ତୀ ଗ୍ୟାସ ବୁକିଂ ନେଇ ସରକାର ବ୍ୟବସ୍ଥା କରିଛନ୍ତି । ତେବେ ଚାରିଦିନ ହେଲା ଅଧିକାଂଶ ଗ୍ରାହକ ଗ୍ୟାସ ବୁକିଂ ପାଇଁ ପ୍ରୟାସ ସତ୍ତ୍ବେ ଅନଲାଇନରେ ବୁକିଂ ହିଁ ହେଉନାହିଁ । ଯାହାକୁ ନେଇ ଲୋକେ ବେଶ ଚିନ୍ତାରେ ରହିଛନ୍ତି । ଅନ୍ୟପକ୍ଷରେ ଅଧିକ ଦାମରେ ଗ୍ୟାସର ଚୋରା ବେପାର ହେଉଥିବା ଅଭିଯୋଗ ଉଠୁଛି । ସାଧାରଣ ଘରୋଇ ଲୋକଟିଏ ଗ୍ୟାସ ପାଇବା ନିମନ୍ତେ ବୁକିଂ ପରେ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରୁଥିବା ବେଳେ ବର୍ତ୍ତମାନ ଗ୍ୟାସ ପ୍ରଦାନରେ ବ୍ୟାପକ ହେରାଫେରି ହେଉଛି । ଘରୋଇ ଗ୍ୟାସର ମୂଲ୍ୟ ୫୦ ଟଙ୍କା ସିଲିଣ୍ଡର ପିଛା ବୃଦ୍ଧି ପାଇବା ପରଠାରୁ ସହରରେ ଗ୍ୟାସ ଯୋଗାଣରେ ବିଳମ୍ବ ହେଉଛି । ପୂର୍ବରୁ ବୁକିଂର ୪୮ ଘଣ୍ଟା ମଧ୍ୟରେ ଗ୍ୟାସ ଆସୁଥିଲା ବେଳେ ଏବେ ଘରୋଇ ହିତାଧିକାରୀ ସହଜରେ ଗ୍ୟାସଟିଏ ପାଇପାରୁନାହାଁନ୍ତି । ଏଣୁ ବିଭାଗୀୟ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେଇ ପ୍ରତିକାର ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହେଉଛି ।

News Comment

You Might Also Like

BACK TO TOP