Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ରୁମାଗଡ଼ ପଞ୍ଚାୟତ ସ୍ତରୀୟ ଦୁତୀୟ ପର୍ଯ୍ୟାୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ |

16-Mar-2026

ରୁମାଗଡ ପଞ୍ଚାୟତ ସ୍ତରୀୟ ଦ୍ବିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
   ୧୬/୦୩/୨୬ :--

ପୋଲସରା ବ୍ଲକ ରୁମାଗଡ଼ ପଞ୍ଚାୟତରେ   ପଞ୍ଚାୟତ ସ୍ତରୀୟ ଦ୍ବିତୀୟ ପର୍ଯ୍ୟାୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।  ପୋଲସରା   ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏବିଡ଼ିଓ ସୋନମ୍ ବେହେରା, ସା°ସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ସିଡ଼ିପିଓ ତିଳୋତ୍ତମା ରାଉତ ପ୍ରମୁଖ ଯୋଗଦେଇଥିଲେ।ଏଥିରେ ମୋଟ୍ ୧୫ଟି ଅଭିଯୋଗ ପଞ୍ଜୀକରଣ ହୋଇଥିବାବେଳେ ୬ ଜଣଙ୍କୁ ଭତ୍ତା ବଣ୍ଟନ ଜଣେ ମହିଳା ଗ୍ରୁପକୁ ଆର୍ଥିକ ଋଣ ଏଵଂ ୨୩ ଜଣଙ୍କୁ ଘରବାରି ପଟ୍ଟା ଦିଆଯାଇଥିଲା। ଉକ୍ତ ଶିବିରରେ କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ପ୍ରଭାକର ପଣ୍ଡା  ପଞ୍ଚାୟତ ସରପଞ୍ଚ ଜିତୁ ବିଷୋୟୀ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଦଳାଇ, ଜନଶୁଣାଣି ଅଧିକାରିଣୀ ଲିପ୍ସା ରାଣୀ ଭଞ୍ଜ ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ୱରୂପ ତ୍ରିପାଠୀ, ଫରେଷ୍ଟର୍ ଗାର୍ଡ କାର୍ତ୍ତିକ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ଷ୍ଟାଫ୍ , ଅଙ୍ଗନୱାଡ଼ି କର୍ମୀ, ସିଆରପି ଏମବିକେ ଓ କର୍ମଚାରୀ ଉପସ୍ଥିତ ରହି  ସକ୍ରୀୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP