Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଆର ଏସ ଏସ ପକ୍ଷରୁ ସାମାଜିକ ନେତୃତ୍ୱ ସମ୍ମିଳନୀ ଅନୁଷ୍ଠିତ |

16-Mar-2026

ଆର୍‌ଏସ୍‌ଏସ୍ ପକ୍ଷରୁ ସାମାଜିକ ନେତୃତ୍ବ ସମ୍ମିଳନୀ ଅନୁଷ୍ଠିତ | 

ଓଡିଶା ଜନ ମତ ବ୍ୟୁରୋ, ବୁଗୁଡ଼ା: ୧୬/୩ 

ଡ. କୁମୁଦ ଚନ୍ଦ୍ର ବେହେରା): 
ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ଵୟଂସେବକ ପକ୍ଷରୁ ସାମାଜିକ ନେତୃତ୍ବ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସ୍ଵୟଂ ସେବକ ଜୟନ୍ତ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବଂଶୀଧର ନାୟକ, ସେବାନିବୃତ୍ତ ପ୍ରଧାନାଚାର୍ଯ୍ୟ ବୃନ୍ଦାବନ ପାଣିଗ୍ରାହୀ, ଘୁମୁସର ଜିଲ୍ଲା ସଂଘ ଚାଳକ ବନମାଳୀ ଗୌଡ ଓ ଆସିକା ଚିନିଶିଳ୍ପ ନିର୍ଦ୍ଦେଶକ ବସନ୍ତ ଦଳେଇ ପ୍ରମୁଖ ମଞ୍ଚାସୀନ ରହିଥିଲେ। ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ଶତବାର୍ଷିକୀ ଅବସରରେ ଆୟୋଜିତ ସମ୍ମିଳନୀ ଅବସରରେ ସାମ୍ପ୍ରତିକ ସ୍ଥିତିରେ ସମାଜରେ ସଦଭାବନା ରକ୍ଷା ଦିଗରେ ମାନବୀୟ ଚିନ୍ତା ଓ ଚେତନା ସାଙ୍ଗକୁ ସାମାଜିକ ମୂଲ୍ୟବୋଧକୁ ଆଧାର କରି ଆବଶ୍ୟକୀୟ ଉତ୍ତମ ପଦକ୍ଷେପମାନ ଗ୍ରହଣ ସମ୍ପର୍କେ ବ୍ୟାପକ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଗଣ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ପ୍ରାରମ୍ଭରେ ଛାତ୍ରୀ ଆଦ୍ୟାଶା ରାଣୀ ଡାକୁଆ ଓ ପଦ୍ମିନୀ ବେହେରା ସଙ୍ଗୀତ ଗାନ ଏବଂ ଶେଷରେ ସ୍ଵୟଂ ସେବକ ଅଶୋକ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP