Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ପୋଲସରା ବ୍ଲକରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ରେ 1908 ଜଣ ପରୀକ୍ଷା ଦେଲେ |

17-Mar-2026

ପୋଲସରା ବ୍ଲକରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମରେ ୧୯୦୮ ଜଣ ପରୀକ୍ଷା ଦେଲେ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା,
 ତା. ୧୭/୩/୨୦୨୬ :- 

ପୋଲସରା ବ୍ଲକର ୧୯ଟି କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟ ଗୁଡ଼ିକରେ ୫୫୩ ଜଣ ପୁରୁଷ ଓ ୧୩୯୫ ଜଣ ନିରକ୍ଷର ମହିଳା, ମୋଟ ୧୯୦୮ ଜଣ ଶିକ୍ଷାର୍ଥୀଙ୍କୁ ନେଇ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅଧୀନ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ତରଫରୁ ନବ ଭାରତ ସାକ୍ଷରତା ପରୀକ୍ଷା (ଉଲ୍ଲାସ) ଚଳିତ ମାସ ୧୫ ତାରିଖ ରବିବାର ଦିନ ସଫଳତା ପୂର୍ବକ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ପରୀକ୍ଷା କାର୍ଯ୍ୟକ୍ରମକୁ ଏବିଇଓ  ସୁବାସିନୀ ତ୍ରିପାଠୀ, ଶିକ୍ଷକ ତଥା  ବି.ଆର୍.ଜି. ନରଞ୍ଜନ ବେହେରା ଟିମ୍ ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ବୁଲି ପ୍ରତ୍ୟେକ ଭାବେ ତଦାରଖ କରିଥିଲେ। ଏଥିରେ ସମସ୍ତ ଏଗାର ଜଣ ସାଧନ କର୍ମୀ (ସିଆରସିସି) ଙ୍କ ସମେତ ପ୍ରଧାନ ଶିକ୍ଷକ ଓ  ଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ସମସ୍ତ ଶିକ୍ଷା ସ୍ୱେଚ୍ଛାସେବୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP