Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ନବମ ଅଭିମୁଖୀ କରଣ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ||

17-Mar-2026

ନବମ ଅଭିମୁଖୀକରଣ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ନବମ ଅଭିମୁଖୀକରଣ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପରିଡା ଭକ୍ତିପୂତ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ସି ଆର ସି ସି ରାଜେନ୍ଦ୍ର କୁମାର ବିଷୋୟୀ ଦୀପ ମନ୍ତ୍ର ଶ୍ଳୋକ ଉଚ୍ଚାରଣ କରିଥିଲେ । ଅନୁଷ୍ଠିତ ବୈଠକରେ ସମସ୍ତ ସି ଆର ସି ସି ଙ୍କୁ ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡା । ବିଗତ ଦିନରେ ସମାହିତ ହୋଇଥିବା ଆଠଗୋଟି ମାସିକ କ୍ଲଷ୍ଟର ସ୍ତରୀୟ ବୈଠକର ବିଦ୍ୟାଳୟ ସ୍ତରୀୟ ବିକାଶ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସୁସମ୍ପର୍କ, ଶିକ୍ଷାରେ ଅଗ୍ରଗତି, ଶିକ୍ଷକ ଶିକ୍ଷାର୍ଥୀଙ୍କ ମଧ୍ୟରେ ବନ୍ଧୁତା ପୂର୍ଣ୍ଣ ବ୍ୟବହାର, ଶ୍ରେଣୀ ତଦାରଖ, ବିଦ୍ୟାଳୟ ଗୁଡ଼ିକରେ ବିଭିନ୍ନ ସୁବିଧା ସୁଯୋଗର ସଫଳ ରୂପାୟନ, ବିଦ୍ୟାଳୟ ପରିବେଶକୁ ସୁଧାରିବାରେ ଯତ୍ନବାନ ହେବା, ପ୍ରବେଶ ଉତ୍ସବରେ ସାମିଲ ହୋଇ ଖଡ଼ି ଛୁଆଁ କାର୍ଯ୍ୟକ୍ରମକୁ ଉଜ୍ଜୀବିତ ରଖିବା, ଦକ୍ଷତା ଅଭିବୃଦ୍ଧିରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକର ଭୂମିକା ଆଦି ବହୁବିଧ ଦିଗ ସମ୍ପର୍କରେ ଅଧ୍ୟକ୍ଷ ଡକ୍ଟର ପରିଡା ଆଲୋକପାତ କରିଥିଲେ । ବରିଷ୍ଠ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ପ୍ରୋତ୍ସାହନମୂଳକ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଶିକ୍ଷିକା ଲିପି ଶ୍ରୀ ଦେବୀ, ପ୍ରଜ୍ଞା ପାରମିତା, କଲ୍ୟାଣୀ କୁମାରୀ ଗୈ।ଡ, ଭାବିଲିତା ନାୟକ, ଅନୁପମା ଦାସ , ବବିତା ସିଂ ନାୟକ, ଜୟନ୍ତୀ ବେହେରାଙ୍କ ସମେତ ପ୍ରଶିକ୍ଷକ ସୁକୁଲେଇ ଟୁଡୁ ପ୍ରମୁଖ ପ୍ରଶିକ୍ଷଣରେ ସାମିଲ ଥିଲେ । ବିଭିନ୍ନ କ୍ଲଷ୍ଟରରୁ ଆସିଥିବା ସି ଆର ସି ସି ମାନେ  ଗତ ଆଠମାସ ହେଲା ଅନୁଷ୍ଠିତ ହୋଇସାରିଥିବା ମାସିକ ବୈଠକକୁ ଡକ୍ୟୁମେଣ୍ଟେସନ କରି ଉପସ୍ଥାପନ କରିବା ସହିତ ପୋଷ୍ଟର ତିଆରି କରିଥିଲେ । ବରିଷ୍ଠ ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, କନିଷ୍ଠ କିରାଣୀ ଆଶିଷ ରଞ୍ଜନ ସେଠୀ, ନିରୂପମା ପ୍ରଧାନ, ଜୟ ଶଙ୍କର ଗୈ।ଡ, ସୁକାନ୍ତି ସେଠୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

ରିପୋର୍ଟ-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP