Breaking News

ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||     

ପୋଲସରା ରେ ଚତୁର୍ଥ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିର ରେ 112ଜଣ ଯୋଗ ଦେଲେ |

19-Mar-2026

ପୋଲସରାରେ ଚତୁର୍ଥ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିରରେ ୧୧୨ ଜଣ ଯୋଗଦେଲେ

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
ତା: ୧୯/୦୩/୨୦୨୬:-

ପୋଲସରା ବେଲଗାଁ ପଞ୍ଚାୟତ କନକଦୁର୍ଗା ବିଦ୍ୟାପୀଠ ଠାରେ ଚତୁର୍ଥ ପର୍ଯ୍ୟାୟ  ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧୀୟ  ପ୍ରବୋଧନ ତାଲିମ ଶିବିର ଆରମ୍ଭ ହୋଇଯାଇଛି। ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ  ଶ୍ରୀ ହର୍ଷବାବୁ ଖାଡ଼ଙ୍ଗାଙ୍କ ତତ୍ତ୍ଵାବଧାନରେ ଏଵଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସ୍ୱରୂପ କୁମାର ପାତ୍ରଙ୍କ ଉପସ୍ଥିତିରେ ଚଳିତ ମାସ ୧୮ ତାରିଖ ବୁଧବାର ଠାରୁ ଆରମ୍ଭ ହୋଇଥିବା  କାର୍ଯ୍ୟକ୍ରମରେ ବ୍ଲକର ମୋଟ୍ ୧୧ ଗୋଟି କ୍ଲଷ୍ଟର ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରୁ ୧୧୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଲିମ ନେଉଛନ୍ତି।ବିଦ୍ୟାଳୟ ଶିକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଓଡ଼ିଶା ପାଠ୍ୟକ୍ରମ ରୂପରେଖ-୨୦୨୫ (ଓଏସିଏଫଏସଇ-୨୦୨୫) କୁ ଆଧାର କରି ୫୫ ଖଣ୍ଡ ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧରେ ବି.ଆର.ଜି ନିରଞ୍ଜନ ବେହେରା, ସୁରେନ୍ଦ୍ର ସେଠୀ, ଶାନ୍ତନୁ କୁମାର ସ୍ୱାଇଁଙ୍କ ସମେତ ଶିକ୍ଷକ ପଞ୍ଚାନନ ସେଠୀ ପ୍ରମୁଖ ଯୋଗଦେଇ ପ୍ରଶିକ୍ଷଣ ଦେଉଛନ୍ତି। ସୂଚନା ଯୋଗ୍ୟ ଯେ, ଏହା ପୂର୍ବରୁ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ତାଲିମ ଶିବିରରେ ୨୩୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇସାରିଥିବା ବିଇଓ  କାର୍ଯ୍ୟାଳୟରୁ ଜଣାପଡ଼ିଛି।

News Comment

You Might Also Like

BACK TO TOP