Breaking News

ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||     

ମହିଳା ଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ଘଟଣାରେ 4,ଯୁବକ ଗିରଫ |

19-Mar-2026

ମହିଳା ଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ଘଟଣାରେ ସମ୍ପୃକ୍ତ ୪ଯୁବକ ଗିରଫ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ | 

ଆସ୍କା ନିକଟବର୍ତ୍ତୀ କୋଟିନଡା ଥାନା ଅନ୍ତର୍ଗତ ଭେଟନଇ ଗ୍ରାମରେ ଅନ୍ଧ ବିଶ୍ୱାସ ଘଟଣାକୁ ନେଇ ପୁଷ୍ପାଞ୍ଜଳି ସେଠୀ ନାମ୍ନୀ ଜଣେ ମହିଳାଙ୍କର ଘରେ ବଡଖୋଲି ଗ୍ରାମର କିଛି ଯୁବକ ଧସେଇ ପଶି ପୁଷ୍ପାଞ୍ଜଳି ସେଠୀ, ତାଙ୍କ ପୁଅ ତାପସ ସେଠୀ ଓ ଦୁଇ ଜଣ ସାଙ୍ଗକୁ ଉଠାଇ ଆଣି ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ପରବର୍ତ୍ତୀ ସମୟରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ଉକ୍ତ ୪ ଜଣ ସେଠାରୁ ଉଦ୍ଧାର କରି ପୁଷ୍ପାଞ୍ଜଳି ସେଠୀ ଠାରୁ ଲିଖିତ ଅଭିଯୋଗ ଗ୍ରହଣ କରି ଘଟଣାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଥିବା ଯୁବକ ସନ୍ତୋଷ ସେଠୀ, ଶଙ୍କର ସେଠୀ, ଶୁଶାନ୍ତ ସେଠୀ ଓ ନରେଶ ସେଠୀକୁ ଉଠାଇ ଆଣି ଥାନାରେ ଜେରା କରିବା ପରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP