Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ବସ ସହିତ ବୁଲେଟ ର ମୁହାଁମୁହିଁ ଧକ୍କା , ତିନି ଜଣଙ୍କ ମୃତ୍ୟୁ |

20-Mar-2026

 ବୁଲେଟ ଓଲକ୍ଷ୍ମୀ ବସ ମୁହାଁମୁହିଁ ଧକ୍କା ତିନି ଜଣ ଙ୍କ ମୃତ୍ୟୁ 

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ | 

ସୋରଡ଼ା ଥାନା ଅର୍ନ୍ତଗତ ପାଟପଲୀ ବାଉଁଶୀଆ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୩ ଜଣ ଯୁବକ ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକ ମାନେ କୌଣସି କାର୍ଯ୍ୟ ସାରି ସୋରଡ଼ା ରୁ ନିଜ ଗ୍ରାମ ମାଣିଆକାଠି କୁ ବୁଲେଟ୍ ମୋଟରସାଇକେଲ ଯୋଗେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ "ଲକ୍ଷ୍ମୀ " ସହ ମୁହାଁମୁହିଁ ଧକ୍କା ଫଳରେ ବସ୍ ଚକା ତଳେ ଚାପି ହୋଇଯାଇଥିଲେ ଓ ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଉଭୟ ଗାଡ଼ି କୁ ଜବତ କରି ମୃତ ଯୁବକଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP