Breaking News

ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||     

ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ଖଣ୍ଡା ରେ ଯୁବକଙ୍କୁ ମରଣା ନ୍ତକ ଆକ୍ରମଣ |

20-Mar-2026

ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକକୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ।

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା. ୨୦/୩/୨୬:- ଗଞ୍ଜାମ ଜିଲ୍ଲା ପୋଲସରା ସହର ରାଣୀପଡ଼ା ବାଲିବାନ୍ଧ ନିକଟରେ ଯୁବକକୁ ମରଣାନ୍ତକ ଆକ୍ରମଣ ହୋଇଛି l ଆକ୍ରମଣ ରେ ଶିବାଜୀ ବରଡ଼ ନାମକ ଯୁବକ ଗୁରୁତର ହୋଇଛନ୍ତି l ଶିବାଜୀ ବାଲିବନ୍ଧ ନିକଟରେ ରହିଥିବା ସମୟରେ ଜଣେ ଯୁବକ ଅଚାନକ ଆସି ଖଣ୍ଡା ସାହାଯ୍ୟରେ ଆକ୍ରମଣ କରିଥିଲା l ସ୍ଥାନୀୟ ଲୋକେ ଶିବାଜୀ ଙ୍କୁ ଉଧାରକରିବାକୁ ପହଞ୍ଚିବା ଦେଖି ଆକ୍ରମଣକାରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲା l ସ୍ଥାନୀୟ ଲୋକେ ଶିବାଜୀ ଙ୍କୁ ଉଧାରକରି ବିଳମ୍ବିତ ରାତିରେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ l ଏଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କୁ ସ୍ଥାନନ୍ତର କରାଯାଇଛି l ଶିବାଜୀ ଙ୍କ ମୁଣ୍ଡ, ଦୁଇ ହାତ ଓ ଗୋଡ଼ ରେ ଗଭୀର ଆଘାତ ଲାଗିଛି l ତେବେ କେହୁଁ କାରଣ ଯୋଗୁଁ ତାଙ୍କୁ ଆକ୍ରମଣ ହୋଇଛି ତାହା ଅସ୍ପଷ୍ଟ ରହିଥିବା ବେଳେ ପୋଲସରା ପୋଲିସ ଚଳାଇଛି ତଦନ୍ତ l

News Comment

You Might Also Like

BACK TO TOP