Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

କୋଦଳା ସ୍ଥିତ ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ପାଠ ଚକ୍ର ଅନୁଷ୍ଠିତ |

21-Mar-2026

ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ପାଠଚକ୍ର,

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ଅଦ୍ୟ ତା 20.03.2026 ରିଖ ଶୁକ୍ରବାର  ଦିନ 11 ଘଣ୍ଟ ସମୟରେ କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ସଭାପତିତ୍ୱରେ ଓଡ଼ିଆ ବିଭାଗ ତରଫରୁ "ରୀତିରଶ୍ମି କବିସୂର୍ଯ୍ୟ ବଳଦେବ ରଥ " ବିଷୟବସ୍ତୁ କୁ ନେଇ ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ପାଠଚକ୍ର ର ଆଭିମୁଖ୍ୟ  ଓଡ଼ିଆ ବିଭାଗର ଅଧ୍ୟାପକ ତଥା ଆଜିର ପାଠଚକ୍ର ର ଆବାହକ ଶ୍ରୀ ସାଗର ଚାନ୍ଦ ପାତ୍ର  କହିଥିଲେ l ସାଧନାକର୍ମୀ ଭାବେ ସାହିତ୍ୟ ବିଶାରଦ ଡ଼କ୍ଟର ଅନନ୍ତ ରାମ କର କୌଣ୍ଡିନ୍ୟ ଯୋଗଦେଇ ବଳଦେବ ରଥଙ୍କ ଜୀବନୀ ଓ ସାହିତ୍ୟ କୃତି ବିଷୟରେ ଆଲୋକପାତ କରିଥିଲେl ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ର ପ୍ରାଣ ପ୍ରତିଷ୍ଠାତା ତଥା ପ୍ରବୀଣ ଶିକ୍ଷାବିତ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର  ରଥ ଯୋଗ ଦେଇ ବଳଦେବ ଙ୍କ ଓଡ଼ିଆ ସାହିତ୍ୟ ପ୍ରତି ଅବଦାନ ବିଷୟରେ କହିଥିଲେ lନିମନ୍ତ୍ରିତ ଅତିଥି ଭାବେ ସରକାରୀ ଉଚ୍ଚ ବିଦ୍ୟାଳୟ ଚିଙ୍ଗୁଡ଼ିପଦର, ନୂଆଗାଁ, ପୁରୁଷୋତ୍ତମପୁର ର ସେବାନିବୃତ୍ତ ପ୍ରଧାନ ଶିକ୍ଷକ ଶ୍ରୀ  ଏ. ରାଜଗୋପାଳ ରାଓ  ବଳଦେବ ରଥଙ୍କ ବିଷୟରେ ବର୍ଣ୍ଣନା କରିଥିଲେ l ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଓଡ଼ିଆ ଭାଷା ସାହିତ୍ୟରେ ବଳଦେବ ରଥଙ୍କ ଅନବଦ୍ୟ କୃତ୍ତି ବିଷୟରେ କହିଥିଲେ lଓଡିଆ ବିଭାଗୀୟ ମୁଖ୍ୟ ଶ୍ରୀମତୀ ରଞ୍ଜୁବାଳା ନନ୍ଦ ବଳଦେବ ରଥ ଙ୍କ ସାହିତ୍ୟ ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେl ଅଧ୍ୟାପିକା ଡ଼କ୍ଟର ଜ୍ୟୋସ୍ନାରାଣୀ ସାହୁ କବିସୂର୍ଯ୍ୟ ବଳଦେବ ଙ୍କ ଜୀବନୀ ଉପରେ କହିଥିଲେ lଅନ୍ତର୍ନିହିତ  ଗୁଣାବଳୀ ବର୍ଦ୍ଧକ  ସଂଯୋଜକ  ଶ୍ରୀମାନ ସପନ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥଲେ lପ୍ରାରମ୍ଭିକ  ସଂଗୀତ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀ ସୁଶ୍ରୀ ସନ୍ତୋଷିନୀ ମହାପାତ୍ର ଓ ଅନ୍ତିମ ସଂଗୀତ ଯୁକ୍ତ ତିନି ଶେଷ ବର୍ଷ  ଛାତ୍ରୀ  ସାଗରୀ ସାହୁ ଗାନ କରିଥିଲେ lଯୁକ୍ତ ତିନି ପ୍ରଥମ, ଦ୍ୱିତୀୟ ଓ ଶେଷ ବର୍ଷ ର  ଅନେକ ଛାତ୍ରଛାତ୍ରୀ ସେମାନଙ୍କ ସନ୍ଦର୍ଭ ଉପସ୍ଥାପନା କରିଥିଲେ ଓ ସେମାନଙ୍କୁ ପ୍ରମାଣପତ୍ର ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l

News Comment

You Might Also Like

BACK TO TOP