Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବାଲିଗୁଡା ବ୍ଳକ କଲୋନୀ ବିଦ୍ୟାଳୟ ର 53 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

21-Mar-2026

ବ୍ଲକ୍ କଲୋନୀ ବିଦ୍ୟାଳୟର ୫୩ ତମ ବାର୍ଷିକ ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୨୧/୦୩:--

ସଞ୍ଜୟ କୁମାର ପାଣିଗ୍ରାହୀ:--

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବ୍ଲକ୍ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୫୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ବାଘ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ଅଧ୍ୟକ୍ଷ ଡ.ମଧୁସୂଦନ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ସମ୍ଵନିତ ଶିଶୁ ବିକାଶ ଯୋଜନା ଅଧିକାରିଣୀ ଇନ୍ଦିରା ପଣ୍ଡା,  ସୂପରଭାଇଜର ମଧୁସ୍ମିତା କହଁର, ପବିତ୍ର ମୋହନ ପାଢ଼ୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବ ସାହୁ, ତଥା ପରିଚାଳନା କମିଟି ସଦସ୍ୟ ଗଣ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଅବସରରେ ପ୍ରଥମେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅତିଥି ମାନଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ ସଂଗୀତ ଗାନ କରି  ସମ୍ବର୍ଦ୍ଧନା କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ  ଶଙ୍କର ପାଢ଼ୀ ପାଢ଼ୀ ବାର୍ଷିକ ବିବରଣୀ ପାଠ କରିବା ସହିତ ବିଦ୍ୟାଳୟ ପାଇଁ ଆବଶ୍ୟକୀୟ ଭିଭିଭୂମି ସମ୍ପର୍କ ରେ  ଉପସ୍ଥିତ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଅତିଥି ଗଣ ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ ଶିକ୍ଷଣୀୟ ଉପଦେଶ ପ୍ରଦାନ କରିଥିଲେ । ପରେପରେ ବିଭିନ୍ନ ପ୍ରତିଯୋଗିତାର କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଦ୍ୟାଳୟ କର୍ତ୍ତୃପକ୍ଷ, ପରିଚାଳନା କମିଟି, ଛାତ୍ରଛାତ୍ରୀ ଓ ଅଭିଭାବକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP