Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ରାଣୀପଡ଼ା ଅଞ୍ଚଳ ରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |

21-Mar-2026

ରାଣୀପଡା ଅଞ୍ଚଳରେ ଯୁବକ କୁ ମାରଣାନ୍ତକ ଆକ୍ରମଣ।

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ପୋଲସରା ସହର ଉପକଣ୍ଠ ରାଣୀପଡା ବାଲିବନ୍ଧ ସାହିର ଶିବାଜୀ ବରଡ ନାମକ ଜଣେ ଯୁବକ କୁ ଦୁଇ ଜଣ ଯୁବକ ହଠାତ୍ ଆସି ଆତର୍କିତ ଭାବେ ଖଣ୍ଡା ରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଆକ୍ରମଣକାରୀ ଯୁବକ ମାନେ କବିସୂର୍ଯ୍ୟ ନଗର ଥାନା ଅଞ୍ଚଳର ଓ ଆକ୍ରମଣ ର କାରଣ ଅସ୍ପଷ୍ଟ ରହିଛି। ଶିବାଜୀ କୁ ଚିକିତ୍ସା ପାଇଁ ପ୍ରଥମେ ପୋଲସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଓ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଶିବାଜୀ ର ପତ୍ନୀ ଶ୍ରଦ୍ଧାଞ୍ଜଳି ପ୍ରଧାନର ଅଭିଯୋଗ କୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP