Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ମନ୍ତ୍ରୀ ଙ୍କ ଦ୍ଵାରା ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ ଓ ଉଦଘାଟନ |

23-Mar-2026

ମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ।

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୨୩/୦୩/୨୬:--

 ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ କୁ ବିକଶିତ କରିବା ପାଇଁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ମାର୍ଚ୍ଚ ୨୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବ୍ଳକ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା ଅନ୍ତର୍ଗତ ୨୬ ଗୋଟି ପଞ୍ଚାୟତରେ ୧୩୪ ଟି ପ୍ରକଳ୍ପ, ଅନୁଦାନ ଅନ୍ତର୍ଗତ ୬୦ ଟି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା ପାଣ୍ଠି ଅନ୍ତର୍ଗତ ୧୩ ଟି ପ୍ରକଳ୍ପ ଏବଂ ବିଧାୟକ ପାଣ୍ଠି ଅନ୍ତର୍ଗତ ୨୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ସମସ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଜଳ ସେବା ଶିବିର ଓ ପଞ୍ଚାୟତ ସମିତି ଅଧିନସ୍ଥ ଭିଡିଓ କନଫରେନ୍ସ ହଲର ଶୁଭ ଉଦ୍ଘାଟନ କରିଥିଲେ। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପୋଲସରା ବ୍ଲକ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ ଓ ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ବିଜେପି ଯୁବନେତା ପ୍ରଭାକର ପଣ୍ଡା ଯୋଗଦେଇଥିଲେ। ୨୬ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP