Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ସୋଡ଼କ ପଞ୍ଚାୟତ ସ୍ତରୀୟ ଦୁତୀୟ ପର୍ଯ୍ୟାୟ ଜନ ଶୁଣାଣି ଅନୁଷ୍ଠିତ |

24-Mar-2026

ସୋଡକ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି।

ଓଡିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
  ତା ୨୪/୦୩/୨୦୨୬: - 

ପୋଲସରା ବ୍ଲକର ସୋଡକ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି ପଞ୍ଚାୟତ ନିର୍ବାହୀ ଅଧିକାରୀ ସଞ୍ଜୟ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ପଞ୍ଚାୟତ ସମିତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନମ୍ ବେହେରା, ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲ୍ଲିକ, ଥାନା  ଏ. ଏସ୍.ଆଇ.  ରମଣ  ଶବର , ସି.ଡି.ପି.ଓ ତିଳୋତ୍ତମା ରାଉତ,  ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବଳରାମ  ବେହେରା ଓ ଜନଶୁଣାଣି ଅଧିକାରିଣୀ ଲିପ୍ସା ରାଣୀ ଭଞ୍ଜ ପ୍ରମୁଖଙ୍କ ସମେତ ସମସ୍ତ ବିଭାଗୀୟ ଷ୍ଟାଫମାନେ ଯୋଗଦେଇଥିଲେ। ଏହି ଅବସରରେ ମୋଟ୍ ୧୨ ଜଣଙ୍କ    ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୧୨ ଜଣଙ୍କୁ ଭତ୍ତା, ୯ ଜଣଙ୍କୁ ରେସନ କାର୍ଡ, ୧୦ ଜଣଙ୍କୁ ଘରପଟ୍ଟା, ୨ଟି ଏସ.ଏଚ.ଜି ଗ୍ରୁପକୁ ଋଣ ଇତ୍ୟାଦି ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ସରପଞ୍ଚ ଉତ୍କଳ ପ୍ରଧାନଙ୍କ ସମେତ ଅଙ୍ଗନବାଡ଼ି ଓ ଆଶାକର୍ମୀ ଏବଂ ସ୍ଵେଚ୍ଛାସେବୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP