Breaking News

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||     

ତୃତୀୟ ପାଳି ଚୈତ୍ର ମଙ୍ଗଳ ବାର ଯାତ୍ରା, ଫଳ ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା ||

24-Mar-2026

ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ଫଳ ବେଶରେ ଦର୍ଶନ ଦେଲେ ମା `ପାଟଖଣ୍ଡା

ଓଡିଶା ଜନମତ,ବାଲିଗୁଡା, ତା, ୨୪/୦୩: 

ସଞ୍ଜୟ କୁମାର ପାଣିଗ୍ରାହୀ:--

 କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା` ପାଟଖଣ୍ଡାଙ୍କ ଚୈତ୍ର ମାସର ତୃତୀୟ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ତୃତୀୟ  ମଙ୍ଗଳବାର ରେ ମା`ପାଟଖଣ୍ଡା ଫଳ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା `ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା` ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା`ଙ୍କର ଏହି ଫଳ ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା l ଏ ନେଇ ମନ୍ଦିର ପରିଚାଳନା କମିଟି ଓ କେତେକ ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP