Breaking News

ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||     

ମୋଟର ସାଇକେଲ ରୂ ଖସି ମହିଳା ଗୁରୁତର |

25-Mar-2026

ମୋଟରସାଇକେଲ ରୁ ଖସି ମହିଳା ଗୁରୁତର ଆହତ।

ଓଡିଶା ଜନ ମତ ବ୍ରହ୍ମପୁର, କୈଳାଶ  ଚନ୍ଦ୍ର ଚୌଧୁରୀ:--

ବେଲଗୁଣ୍ଠା ଥାନା ଅନ୍ତର୍ଗତ ଗୋବରା କାଳିଆମ୍ବା  ନୁଆଁ ପୋଲ ତିଆରି ଚାଲିଥିବା ବେଳେ ଗାଡ଼ିର ଦ୍ରୁତ ଗତିକୁ ରୋକିବା ପାଇଁ ପୋଲର ଉଭୟ ପଟେ ହମ୍ପସ୍ ନିର୍ମାଣ ହୋଇଛି I ଆଜି ସନ୍ଧ୍ୟା ସମୟରେ ଗୋବରା ନିକଟସ୍ଥ ବିରିପୁର ଗ୍ରାମର ସବିତା କାଞ୍ଜିଆ କୌଣସି କାମରେ ତାଙ୍କର ସମ୍ପର୍କୀୟ ସନାତନ ଡାକୁଆଙ୍କ ସହ ବଡବୋରସିଂ ଯାଇ ନିଜ ଗ୍ରାମକୁ ଫେରୁଥିଲା ବେଳେ  ଏହି ସମୟରେ ସବିତା ଅସାବଧାନତା ବଶତଃ ଗୋବରା କଲେଜ୍ ଛକ ନିକଟରେ ହମ୍ପସରୁ  ଖସି ପଡିଥିଲେ I ଫଳରେ ସବିତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା I ତାଙ୍କୁ ସଙ୍ଗେ ସଙ୍ଗେ ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

News Comment

You Might Also Like

BACK TO TOP