Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ରାଜନୀତି ବିଜ୍ଞାନ ବିଭାଗର ପାଠ ଚକ୍ର |

25-Mar-2026

ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗରେ ପାଠଚକ୍ର ଅନୁଷ୍ଠିତ, 

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ:--

ଅଦ୍ୟ ତା 25.03.2026 ରିଖ ବୁଧବାର  ଦିବା 11 ଘଣ୍ଟ ସମୟରେ କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ସଭାପତିତ୍ୱରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ "ଭାରତରେ ସଂଘୀୟ ବ୍ୟବସ୍ଥା ଏବଂ କେନ୍ଦ୍ର - ରାଜ୍ୟ ସମ୍ପର୍କ "ବିଷୟବସ୍ତୁ କୁ ନେଇ ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ଅନ୍ତର୍ନିହିତ  ଗୁଣାବଳୀ ବର୍ଦ୍ଧକ  ସଂଯୋଜକ  ଶ୍ରୀମାନ ସପନ କୁମାର ଦାଶ ଉପସ୍ଥିତ ଅତିଥିଙ୍କ ପରିଚୟ ପ୍ରଦାନ  କରିଥିଲେ lପାଠଚକ୍ର ର ଆଭିମୁଖ୍ୟ ସମ୍ପର୍କେ ରାଜନୀତିବିଜ୍ଞାନ ବିଭାଗର ଅଧ୍ୟାପକ ତଥା ଆଜିର କାର୍ଯ୍ୟକ୍ରମ ର ଆବାହକ ଶ୍ରୀ ଲିପୁନ ମାଝୀ କହିଥିଲେ l ସାଧନାକର୍ମୀ ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର ରାଜନୀତିବିଜ୍ଞାନ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ତଥା ମହାବିଦ୍ୟାଳୟ ବିକାଶ ପରିଷଦ ର  ଅଧ୍ୟକ୍ଷ ପ୍ରଫେସର ଡ଼କ୍ଟର ବିଷ୍ଣୁ ଚରଣ ଚୌଧୁରୀ ଯୋଗଦେଇ ଭାରତରେସଂଘୀୟ ବ୍ୟବସ୍ଥା ଓ କେନ୍ଦ୍ର ରାଜ୍ୟ ସମ୍ପର୍କ ବିଷୟରେ ଆଲୋକପାତ କରିଥିଲେl ସମ୍ମାନନୀୟ  ଅତିଥି ଭାବେ ମହାବିଦ୍ୟାଳୟ ର ପୂର୍ବତନ ଅଧକ୍ଷ ତଥା ରାଜନୀତି ବିଜ୍ଞାନ  ବିଭାଗୀୟ ମୁଖ୍ୟ ଶ୍ରୀମତୀ ଡ଼ି. ରତ୍ନମାଳା ପାତ୍ର ଯୋଗ ଦେଇ ସଂଘୀୟ ବ୍ୟବସ୍ଥା ର ବିଭିନ୍ନ ଦିଗ ବିଷୟରେ କହିଥିଲେ l ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି  ସମ୍ବିଧାନ ର ବିଭିନ୍ନ ଧାରା ସହ ଭାରତରେ କେନ୍ଦ୍ର ରାଜ୍ୟ ସମ୍ପର୍କ ବିଷୟରେ ସୂଚନା ଦେଇଥିଲେ l ଏକାଡେ଼ମିକ ବରସର ଶ୍ରୀଯୁକ୍ତ ବିନୋଦ କୁମାର ମିଶ୍ର ଏବଂ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ରଞ୍ଜୁବାଳା ନନ୍ଦ ଆଜିର କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇଥିଲେ lରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପିକା  ଶ୍ରୀମତୀ ତପସ୍ୱିନୀ କରଣ  ଧନ୍ୟବାଦ ଅର୍ପଣ କରିଥିଲେ lପ୍ରାରମ୍ଭିକ  ସଂଗୀତ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ପାଢ଼ୀ ଓ ଅନ୍ତିମ ସଂଗୀତ ଯୁକ୍ତ ତିନି ଶେଷ ବର୍ଷ  ଛାତ୍ରୀ ସୁଶ୍ରୀ ତପସ୍ୱିନୀ ସାହୁ ଗାନ କରିଥିଲେ lଯୁକ୍ତ ତିନି ପ୍ରଥମ, ଦ୍ୱିତୀୟ ଓ ଶେଷ ବର୍ଷ ର  ଅନେକ ଛାତ୍ରଛାତ୍ରୀ ସେମାନଙ୍କ ସନ୍ଦର୍ଭ ଉପସ୍ଥାପନା କରିଥିଲେ ଓ ସେମାନଙ୍କୁ ପ୍ରମାଣପତ୍ର ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ଆଜିର କାର୍ଯ୍ୟକ୍ରମ କୁ ଯୁକ୍ତ ତିନି ରାଜନୀତି ବିଜ୍ଞାନ ବିଭାଗର ଶେଷବର୍ଷ ଛାତ୍ର ଶ୍ରୀ ପ୍ରଦୀପ ନାହାକ ଏବଂ ଦ୍ୱିତୀୟ ବର୍ଷ ଛାତ୍ରୀ ସୁଶ୍ରୀ ଜ୍ୟୋତିପ୍ରଭା ସେଠୀ ପରିଚାଳନା କରିଥିଲେ l

News Comment

You Might Also Like

BACK TO TOP