Breaking News

ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||     

ସ୍ଵପ୍ନେଶ୍ଵର ମନ୍ଦିର ପରିସର ରେ ବ୍ଳକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

25-Mar-2026

ଆଜି 25 ତାରିଖ ବୁଧବାର ଦିନ ପୁରୁଷୋତ୍ତମପୁର ବ୍ଲକ ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଥିବା କଲ୍ୟାଣ ମଣ୍ଡପ ଠାରେ ରାଜ୍ୟ ମହିଳା କମିଶନ ଦ୍ୱାରା ଜିଲ୍ଲା ପ୍ରଶାସନ ସହଯୋଗ ରେ ପୁରୁଷୋତ୍ତମପୁର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ ରେ ଓଡିଶା ରାଜ୍ୟ ମହିଳା କମିଶନର ସଦସ୍ୟ ଉର୍ମିଳା ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳା ମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅନୁଗତ କରାଇଥିଲେ ଏବଂ ମହିଳା ମାନଙ୍କ ପାଇଁ ଆମ୍ଭ ସମ୍ବିଧାନ ରେ ଥୁବା ଆଇନ କାନୁନ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ | ବୈଠକ ରେ ଅଂଶ ଗ୍ରହଣ କରିଥିବା ଅଙ୍ଗନବାଡି କର୍ମୀ, ସହାୟିକା, ଆଶା ଏବଂ ସ୍ୱୟଂ ସହାୟିକା ଗୋଷ୍ଠୀ ର ମାଆ ମାନଙ୍କୁ ମହିଳା ମାନଙ୍କ ସୁରକ୍ଷା ପାଇଁ ସାହସ ଓ ଧର୍ଯ୍ୟ ର ସହ କାମ କରିବାକୁ ଆହ୍ୱାନ ଦେଇଥିଲେ | ଉକ୍ତ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲାର ଜିଲ୍ଲା ସମାଜ ମଙ୍ଗଳ ଅଧିକାରି ବିଜୟାଲକ୍ଷ୍ମୀ ବେହେରା, ବିଶିଷ୍ଟ ସମାଜସେବୀ ପୁର୍ଣିମା ଦାଶ, ସମାଜ ମଙ୍ଗଳ ଅଧିକାରୀ ପାର୍ବତୀ ସୋରେନ, ବରିଷ୍ଠ ଆଇନଜୀବୀ ଉପେନ୍ଦ୍ର ପଣ୍ଡା, ପଂଚାୟତ ସମିତି ଅଧକ୍ଷା ପିଙ୍କି ବେହେରା, ଏନ ଏସି ଚେୟାରମ୍ୟାନ କୃଷ୍ଣଚନ୍ଦ୍ର ପଣ୍ଡା, ମହିଳା ସୁରକ୍ଷା ଅଧିକାରୀ ଡ଼ି ନାଗୁରତ୍ନମ, ସମ୍ମାନିତ ଶିଶୁଵିକାଶ ପ୍ରକଳ୍ପ ଅଧିକାରିଣୀ ଲତିକା ମଲ୍ଲିକ ଏବଂ ଏସ ଡ଼ି ପିଓ ସୁଜିତ ନାୟକ ପ୍ରମୁଖ ଉପସ୍ଥିତ ରହି ମହିଳା ମାନଙ୍କ ସୁରକ୍ଷା ଓ ସଚେତନତା ଉଦେଶ୍ୟରେ ନିଜର ମତ ରଖିଥିଲେ | କାର୍ଯ୍ୟକ୍ରମ ପରିଶେଷରେ ସମସ୍ତେ ମହିଳା ମାନଙ୍କ ସୁରକ୍ଷା ଏବଂ ମହିଳା ଅଧିକାର କୁ ସୁନିଶ୍ଚିତ କରିବା ପାଇଁ ଶପଥ ନେଇଥିଲେ |

News Comment

You Might Also Like

BACK TO TOP