Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଜନ ଗଣନା -2027 ପାଇଁ ପ୍ରଥମ ପର୍ଯ୍ୟାୟ ତାଲିମ ଶିବିର ଅନୁଷ୍ଠିତ |

25-Mar-2026

ଜନଗଣନା - ୨୦୨୭ ପାଇଁ ପ୍ରଥମ ପର୍ଯ୍ୟାୟ ତାଲିମ ଶିବିର।

ଓଡିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା. ୨୫/୦୩/୨୦୨୬: --

ସମଗ୍ର ଦେଶରେ ଆରମ୍ଭ ହେବାକୁ ଥିବା ଜନଗଣନା - ୨୦୨୭ ଯାହାକି ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାର ପ୍ରଥମ ପର୍ଯ୍ୟାୟରେ ଚଳିତ ବର୍ଷର ଆସନ୍ତା ଏପ୍ରିଲ ମାସ ୦୧ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ଵଗଣନା ଏବଂ ୧୬ ତାରିଖ ଠାରୁ ଆଗାମୀ ମଇ ମାସ ୧୫ ତାରିଖ ପର୍ଯ୍ୟନ୍ତ ଗୃହ ତାଲିକା ଏବଂ ଗୃହ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ଆଜି ଅର୍ଥାତ୍ ୨୬  ତାରିଖ ବୁଧବାର ଦିନ ପୋଲସରା ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଏବଂ ନଗରପାଳ ସଙ୍ଗୀତା ବେହେରାଙ୍କ ପରିଚାଳନାରେ ଏଵଂ ପୌର ଉପାଧ୍ୟକ୍ଷ ସନ୍ତୋଷ କୁମାର  ବେହେରାଙ୍କ ଉପସ୍ଥିତିରେ କାର୍ଯ୍ୟାଳୟ ପରିଷଦ କାର୍ଯ୍ୟାଳୟ ସ୍ଥିତ ସଭାଗୃହ  ଏବଂ  ସ୍ଥାନୀୟ ରାଣିପଡା ସ୍ଥିତ ପରିଷଦର କଲ୍ୟାଣ ମଣ୍ଡପ ଠାରେ ତିନି ଦିବସୀୟ ତାଲିମ ଶିବିର ଆରମ୍ଭ ହୋଇଯାଇଛି।
ପ୍ରାରମ୍ଭରେ ନଗରପାଳ ମହୋଦୟା ପ୍ରଦୀପ ପ୍ରଜ୍ଵଳନ କରି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିବା ସହ ଗଣତନ୍ତ୍ରର ମୂଲ୍ୟବୋଧ ଏବଂ  ସ୍ୱାଭିମାନର ପ୍ରତୀକ ଏହି ଜନଗଣନା କାର୍ଯ୍ୟକ୍ରମକୁ ସଫଳ ରୁପାୟନ କରିବାକୁ ଉପସ୍ଥିତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ପରିଷଦର ଷ୍ଟାଫ୍ ଓ କର୍ମଚାରୀମାନଙ୍କୁ ନିବେଦନ କରିଥିଲେ। ଦୁଇଟି ଶିବିରରେ ବ୍ଲକର ଶତାଧିକ ସଂଖ୍ୟାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ତାଲିମଦାତା ଭାବେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ବିକାଶ କୁମାର ସାହୁ ଓ ଲିପିନାଥ ସିଂ ଦୁଇଜଣ ଅଧ୍ୟାପକ ଉପସ୍ଥିତ ରହି ତାଲିମ ଦେଉଥିବା ବେଳେ ପରିଷଦର ଅନ୍ୟ ଷ୍ଟାଫ୍ ଏବଂ କର୍ମଚାରୀମାନେ ସହଯୋଗ କରୁଛନ୍ତି।

News Comment

You Might Also Like

BACK TO TOP