Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ତାଲସର ଗ୍ରାମର ଏକ କାଜୁ ଫେକ୍ଟ୍ରି ରେ ନିଆଁ ଲଗାଇ ଦେଲେ ଦୁବୃତ୍ତ ||

26-Mar-2026

କାଜୁ ଫ୍ଯାକ୍ଟ୍ରିରେ ନିଆଁ ଲଗାଇ ଦେଲେ ଦୁବୃର୍ତ୍ତ, 

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ହିମ୍ୟୁନିଟି କାଜୁ ଫ୍ଯାକ୍ଟ୍ରିରେ ନିଆଁ ଲଗାଇ ଦେଲେ ଦୁବୃର୍ତ୍ତ। ଜଳିଗଲା କୋଟି କୋଟି ଟଙ୍କାର ମେସିନ୍ ଓ କଞ୍ଚାମାଲ। ଗଞ୍ଜାମ ବେଗୁନିଆପଡ଼ା ଥାନା ଅନ୍ତର୍ଗତ ତାଳସର ଠାରେ ଏକ କାଜୁ ଫ୍ଯାକ୍ଟ୍ରିରେ ନିଆଁ ଲଗାଇ ଦେଲେ ଦୁବୃର୍ତ୍ତ। ଗତ ବିଳମ୍ବିତ ରାତିରେ ନିଆଁ ଲାଗିଥିବା ବେଳେ ନିଆଁର ପ୍ରକୋପ ଜଣା ପଡି ନଥିଲା। ଆଜି ସକାଳେ ଜଣା ପଡିବା ପରେ ତୁରନ୍ତ ଅଗ୍ନିଶମ ବାହିନୀ କୁ ଖବର ଦିଆଯାଇଥିଲା। କୋଦଳା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ କୋଟି କୋଟି ଟଙ୍କାର ମେସିନ୍ ଓ କଞ୍ଚାମାଲ ଜଳିପୋଡ଼ି ନଷ୍ଟ ହୋଇ ଯାଇଛି।
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁବୃର୍ତ୍ତ ମାନେ ଏଭଳି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ଫ୍ଯାକ୍ଟ୍ରିରେ ତାଲା ପଡିଥିବା ବେଳେ ତାଲା ଭାଙ୍ଗି ନିଆଁ ଲଗାଇ ଦେଇଛନ୍ତି ଦୁବୃର୍ତ୍ତ।ସୂଚନା ମୁତାବକ ପୂର୍ବରୁ ମଧ୍ୟ ଏହି ଫ୍ଯାକ୍ଟ୍ରିରେ ଲୁଟ୍ କରିବା ସହ ଅତି ଅମାନୁଷିକ ଭାବେ ଫ୍ଯାକ୍ଟ୍ରିରେ ଥିବା ୩ ଟି କୁକୁରକୁ ବିଷ ଦେଇ ମାରି ଦେଇଥିଲେ ଦୁବୃର୍ତ୍ତ। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।ଫ୍ଯାକ୍ଟ୍ରିର ମାଲିକ ସୁଜାତା କୁମାରୀ ଜେନା ଏନେଇ ବେଗୁନିଆପଡ଼ା ଥାନାରେ ଏତଲା ଦେଇଛନ୍ତି।

News Comment

You Might Also Like

BACK TO TOP