Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଡହ ଜଳ ସେଚନ ବିଭାଗ ଏସଡ଼ିଓ ଙ୍କ ପୋଲସରା ବାସ ଭବନ ରେ ଭିଜିଲାନ୍ସ ରେଡ଼ |

26-Mar-2026

ପୋଲସରା ରେ ଡହ ଜଳସେଚନ ବିଭାଗ ଏସଡ଼ିଓ ଙ୍କ ପୈତୃକ ଘରେ ଭିଜିଲାନ୍ସ ର ରେଡ ।

ଓଡିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
  ୨୬/୦୩/୨୬ :---

ଆୟ ବହିବୃତ୍ତ ସମ୍ପତି ଠୁଳ ଅଭିଯୋଗ ରେ ଭିଜିଲାନ୍ସ ଜାଲରେ ପଡିଲେ ଆଉଜଣେ ବଡ଼ ବଡ଼ିଆ ବାବୁ l ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଡହ ଜଳ ସେଚନ ବିଭାଗ ର ଏସଡ଼ିଓ ପଞ୍ଚୁ ବେହେରା ଙ୍କୁ ଟ୍ରାପ କରିଚିଛି ଭିଜିଲାନ୍ସ l କାର୍ଯ୍ୟାଳୟ ସହ ପୋଲସରା ସହର ମୁଖ୍ୟରାସ୍ତା ରାଣୀପଡ଼ା ସ୍ଥିତ ପୈତୃକ ଘର ସମେତ ପାଞ୍ଚୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଉଛି l ଭୋର ରୁ ଭିଜିଲାନ୍ସ ର ଗୋଟିଏ ଟିମ ପୈତୃକ ଘରେ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ ମାପ ଜୁପ କରି ସମ୍ପର୍କୀୟ ଙ୍କୁ ପଚରା ଉଚରା କରୁଥିବା ଦେଖିବାକୁ ମିଳିଛି l

News Comment

You Might Also Like

BACK TO TOP