Breaking News

ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||     

କୋଦଳା ପିଏମ ଶ୍ରୀ ସ୍ଵର୍ଣମୟୀ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପାଳିତ ||

27-Mar-2026

କୋଦଳା ପିଏମ୍ ଶ୍ରୀ ସ୍ବର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ,

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, 

ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ସ୍ଥିତ ପିଏମ୍ ଶ୍ରୀ ସ୍ବର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର 71 ତମ ବାର୍ଷିକ ଉତ୍ସବ ମହାସମାରୋହ ସହ ବିଦ୍ଯାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଓ ଗୁରୁବାର ୨ ଦିନ ଧରି ଅନୁଷ୍ଠିତ ଏହି ଉତ୍ସବର ପ୍ରଥମ ଦିନର କ୍ରୀଡା ଉତ୍ସବ ରେ ସମସ୍ତ ଛାତ୍ର ଙ୍କୁ ଧରି ଶିକ୍ଷକ ଶିକ୍ଷୟତ୍ରୀ କୋଦଳା ବିଜେ ବାବା ଶ୍ରୀଦଣ୍ଡିଶ୍ୱର ଙ୍କ ନିକଟରୁ ମଶାଲ ଧରି ମଞ୍ଚନିକଟ କୁ ଆସି  ଆବାହକ ତଥା ପ୍ରଧାନ ଶିକ୍ଷକ ଉମାକାନ୍ତ ବେହେରାଙ୍କ ସଭାପତିତ୍ବ କରି କାର୍ଯ୍ୟକ୍ରମ କୁ ଉଦଘାଟନ ହୋଇଥିଲେ  l  ମୁଖ୍ୟ ଅତିଥି ଭାବେ ଅଲମ୍ପିୟନ ଏସିଆନ ପୁରସ୍କାର ବିଜେତା ରାଷ୍ଟ୍ରପତିଙ୍କ ଦ୍ୱାରା ଅର୍ଜୁନ ପୁରସ୍କାର ପ୍ରାପ୍ତ ଡ଼ିଏସପି k ରବି କୁମାର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କୋଦଳା କାରାଗାର ଅଧିକ୍ଷକ ମନୋଜ କୁମାର ସୂତ୍ତାର, ସିମାଞ୍ଚଳ ବାରିକ ଶାରୀରିକ ଟ୍ରେନର ସିମାଞ୍ଚଳ ବାରିକ,ପୁରାତନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ର, ଉପମନ୍ୟୁ ଶତପଥୀ, ସିଆରସିସି ବିଷ୍ଣୁ ପ୍ରସାଦ ସିଂ ଯୋଗଦେଇ ନିଜକୁ ପ୍ରତିଷ୍ଠା କରିବା ପାଇଁ ଇଚ୍ଛାଶକ୍ତି ର ଆବଶ୍ୟକତା ଗୁରତ୍ୱ ପୁର୍ଣ ବୋଲି ପ୍ରକାଶ କରିଥିଲେ,ମୁଖ୍ୟ ବକ୍ତା ଭାବେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ମହାସଚିବ ଦଣ୍ଡପାଣି ମହାପାତ୍ର ଯୋଗ ଦେଇ ଛାତ୍ର ମାନଙ୍କୁ ବିଭିନ୍ନ ଶିକ୍ଷଣୀୟ ଉଦାହରଣ ଦେଇ ଛାତ୍ର ମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଉଦେଶ୍ୟରେ ପ୍ରେରଣାଦାୟକ ବକ୍ତବ୍ୟ ପ୍ରଦାନ କରିଥିଲେ। ।ଶେଷରେ କ୍ରୀଡାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ସହିତ ପୁରସ୍କାର ପ୍ରଦାନ କରିଥିଲେ  l ମଞ୍ଚ ପରିଚାଳନା କରିଥିଲେ ପୂର୍ବତନ ଶିକ୍ଷୟତ୍ରୀ ଇପ୍ସିତା ମିଶ୍ର,  l ଗୁରୁବାର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ କୁ ପ୍ରଧାନ ଶିକ୍ଷକ ଉମାକାନ୍ତ ବେହେରା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ କୋଦଳା ଏବିଓ ରବୀନ୍ଦ୍ର ନାଥ ଶବର ଯୋଗଦେଇଥିବା ବେଳେ,ମୁଖ୍ୟବକ୍ତା ଭାବେ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ ଜ୍ଞାନାନନ୍ଦ ସାଗର କୁମାର ଯୋଗ ଦେଇ ବିଦ୍ଯାଳୟର ଉର୍ନ୍ନତି ତଥା ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ପୌରାଣିକ ଉଦାହରଣ ମାଧ୍ୟମ ରେ ନିଜର ସୁ ଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି ସ୍ବତନ୍ତ୍ର ସମ୍ମାନିତ ଅତିଥି ଭାବେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ମହାସଚିବ ଦଣ୍ଡପାଣି ମହାପାତ୍ର, ପ୍ରାକ୍ତନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ର ପୂର୍ବତନ ସିଆରସିସି ଅଶ୍ୱିନୀ କୁମାର ପ୍ରହରାଜ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଯୋଗଦେଇ ଛାତ୍ର ମାନଙ୍କୁ ନିଜ ନିଜର ସୁ ଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିଲେ ! ଆଜିର କାର୍ଯ୍ୟକ୍ରମକୁ ମଧ୍ୟ ପୂର୍ବତନ ଶିକ୍ଷୟତ୍ରୀ ଇପ୍ସିତା ମିଶ୍ର  ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ଯାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ,ଛାତ୍ରଛାତ୍ରୀମାନଙ୍କ ସହ ବହୁ ଅଭିଭାବକ ଅଭିଭାବିକା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଭରପୁର ଉପଭୋଗ କରିଥିଲେ।ଉଭୟ ଦିନର କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ସମସ୍ତ ଅତିଥି ଙ୍କୁ ସମ୍ମାନିତ କରାଯାଇ ଥିଲା ! ଶେଷରେ ଛାତ୍ର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇ କାର୍ଯ୍ୟକ୍ରମ କୁ ଉଦଯାପନ କରାଯାଇଥିଲା ।

News Comment

You Might Also Like

BACK TO TOP