Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ବାଲିଗୁଡା ଓକିଲ ସଙ୍ଘ ନିର୍ବାଚନ ରେ ହରିଶ୍ଚନ୍ଦ୍ର ସଭାପତି ଓ ଅନିଲ ସମ୍ପାଦକ ଭାବେ ନିର୍ବାଚିତ |

28-Mar-2026

ବାଲିଗୁଡା ଓକିଲ ସଂଘ ନିର୍ବାଚନ : ହରିଶ୍ଚନ୍ଦ୍ର ସଭାପତି, ଅନୀଲ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ଓଡିଶା ଜନମତ,ବାଲିଗୁଡା, ତା, ୨୮/୦୩,

ସଞ୍ଜୟ କୁମାର ପାଣିଗ୍ରାହୀ):---

 ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯକାରୀ କମିଟି ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସକାଳ ୭:୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇ ୪ଟା ପରେ ଭୋଟ ଗଣତି କରାଯାଇଥିଲା l ଏଥିରେ ସଭାପତି ଭାବେ ଟି. ହରିଶ୍ଚନ୍ଦ୍ର ରାଓ, ଉପସଭାପତି ଭାବେ ରାମକୃଷ୍ଣ ଦାସ, ସମ୍ପାଦକ ଭାବେ ଅନିଲ କୁମାର ଦାସ, ସହ ସମ୍ପାଦକ ଭାବେ ନୀଳାଦ୍ରି କେଶରୀ ସାହାଣୀ, କୋଷାଧକ୍ଷ ଭାବେ ମାନସ ରଞ୍ଜନ ପଣ୍ଡା, ଲାଇବ୍ରେରୀ ସମ୍ପାଦିକା ଭାବେ ନିବେଦିତା ମଲ୍ଲିକ, ଏବଂ ସହକାରୀ ଲାଇବ୍ରେରୀ ସମ୍ପାଦିକା ଭାବେ ତନ୍ମୟୀ ପଟ୍ଟନାୟକ ନିର୍ବାଚିତ ହୋଇଥିବା ବିଷୟ ନିର୍ବାଚନ ଅଧିକାରୀ ସୁବ୍ରତ ପ୍ରଧାନ ପ୍ରକାଶ କରିଛନ୍ତି  l ସେଥି ମଧ୍ୟରେ ଉପସଭାପତି ପଦ ପାଇଁ ଦୁଇ ଜଣ ଦକ୍ଷ ପ୍ରାଥୀ ରାମକୃଷ୍ଣ ଦାସ ଓ ରାମଚନ୍ଦ୍ର ସିଂ ପାତ୍ର ମଇଦାନ ରେ ଥିବା ବେଳେ ମୋଟ ଭୋଟ ୩୬ ଟି ମଧ୍ୟରୁ ୩୧ଟି ଭୋଟ ଶ୍ରୀ ଦାସ ପାଇ ବିଜୟୀ ହୋଇଥିବା ବେଳେ ଶ୍ରୀ ପାତ୍ର ମାତ୍ର ୩ ଟି ଭୋଟ ପାଇ ପରାଜିତ ହୋଇଥିଲେ l ଦୁଇଟି ଭୋଟ ନାକଚ ହୋଇଥିବା ବେଳେ ସଭାପତି, ସମ୍ପାଦକ ଓ କୋଷାଧକ୍ଷ ପଦବୀ ନିମନ୍ତେ କେହି ପ୍ରତିଦ୍ବନ୍ଦୀ ନ ଥିବାରୁ ସେମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ବିଷୟ ନିର୍ବାଚନ ଅଧିକାରୀ ସୁବ୍ରତ ପ୍ରଧାନ ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP