Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

କୋଦଳା ବାର ଏସୋସିଏସନ ର ପୁଣି ସଭାପତି ହେଲେ ପୂର୍ଣ୍ଣ ଚନ୍ଦ୍ର ମିଶ୍ର |

29-Mar-2026

ପୁଣି ସଭାପତି ନିର୍ବାଚିତ ହେଲେ ପୂର୍ଣଚନ୍ଦ୍ର ମିଶ୍ର 
କୋଦଳା ଓକିଲ ସଙ୍ଘ ନିର୍ବାଚନ 

ଓଡିଶା  ଜନ ମତ, ବେଗୁନିଆପଡା -

ସୂର୍ଯ୍ୟ ନାରାୟଣ ବଡୁ :--

ଶନିବାର କୋଦଳା ଅଦାଲତ ଆଇନଯିବିଙ୍କ କର୍ମକର୍ତ୍ତା ନିର୍ବାଚନ ଶେଷ ହୋଇଯାଇଛି! ନିର୍ବାଚନ ରେ ପୁଣିଥରେ ଅପ୍ରତିଦ୍ବନ୍ଦି ଭାବେ ପୂର୍ଣଚନ୍ଦ୍ର ମିଶ୍ର ଙ୍କୁ ସଭାପତି ଭାବେ ନିର୍ବାଚିତ କରାଇଥିବା ବେଳେ ସଂପାଦକ ଙ୍କୁ ଛାଡି ଅନ୍ୟ ସମସ୍ତେ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି  ! ଉପସଭାପତି ଅବନୀ ଶଙ୍କର ମିଶ୍ର, ଯୁଗ୍ମ ସମ୍ପାଦକ ଭାସ୍କର ସ୍ୱାଇଁ ଅପ୍ରତିଦ୍ବନ୍ଦି ହୋଇଥିବା ବେଳେ ସମ୍ପାଦକ ପାଇଁ ଗୋପାଳ କୃଷ୍ଣ ସାହୁ ଓ ସନ୍ୟାସୀ ସାହୁଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା ଏଥିରେ 40 ଜଣ ଭୋଟ ଦେଇଥିବା ବେଳେ ଗୋପାଳ କୃଷ୍ଣ ସାହୁ ଙ୍କୁ 36 ଓ ସନ୍ୟାସୀ ଙ୍କ ଖାତା କୁ 4 ଟି ଭୋଟ ଯାଇଥିଲା ! ନିର୍ବାଚନ ଅଧିକାରୀ ଭାବେ ବରିଷ୍ଠ ଆଇନଯିବି ବାଳକୃଷ୍ଣ ପଣ୍ଡା (ଢାବୁ )ପରିଚାଳନା କରିଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ଆଇନଜୀବୀ ବାମଦେବ ପଣ୍ଡା ଓ ରତିକାନ୍ତ ମହାରଣା l ନିର୍ବାଚିତ ଘୋଷଣା ପରେ ସମସ୍ତ କର୍ମକର୍ତ୍ତାଙ୍କୁ ସମସ୍ତ ଆଇନଜୀବୀ ସ୍ୱାଗତ କରିଥିଲେ  l

News Comment

You Might Also Like

BACK TO TOP