Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଟ୍ରାକ୍ଟର ଧକ୍କା ରେ ମୋଟର ସାଇକେଲ ଚାଳକ ମୃତ |

29-Mar-2026

ଟ୍ରାକ୍ଟର ଧକ୍କାରେ ମୋଟରସାଇକେଲ୍ ଚାଳକ ମୃତ,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:--

ଆଜି ଭୋର୍ ପାଞ୍ଚଟା ସମୟରେ ଜିଲିବା କାଳୀ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ମୋଟରସାଇକେଲ୍ ଚାଳକ ରାସ୍ତାରେ କଚାଡ଼ି ହୋଇ ପଡ଼ିଥିଲା I ମୋଟରସାଇକେଲ୍ ଚାଳକକୁ ସ୍ଥାନୀୟ ଲୋକେ ମୁମୁର୍ଷୁ ଅବସ୍ଥାରେ ୧୦୮ ଆମ୍ବୁଲନ୍ସରେ ଭଞ୍ଜନଗର ମେଡିକାଲ୍ ନେଉଥିବା ବେଳେ ବାଟରେ ତାର ପ୍ରାଣବାୟୁ ଉଡ଼ି ଯାଇଥିଲା I ଖବରରୁ ଜଣା ପଡ଼ିଛି ଜଗନ୍ନାଥପ୍ରସାଦ ଥାନା ଖମାର ପୋଲି ଗ୍ରାମର ସ୍ଵର୍ଗତ ସଦାଶିବ ରାଉତଙ୍କ ପୁଅ ଶିବରାମ ରାଉତ ତାର ମାମୁ ଘର ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲୁଣ୍ଡାରେ ତା ମାଆ ସୌଦାମିନୀ ରାଉତଙ୍କ ସହ ରହି ଆସୁଥିଲା I ଗତକାଲି ଶିବରାମ କିଛି ସାଙ୍ଗ ସହ ଗାଙ୍ଗପୁର ଥାନା ଅନ୍ତର୍ଗତ ଖୁକୁଣ୍ଡିଆ ଗ୍ରାମକୁ ଦଣ୍ଡନାଚ ଦେଖିବାକୁ ଯାଇଥିଲା I ଅନ୍ୟ ସାଙ୍ଗ ମାନେ ରାତିରେ ନାଚ ଦେଖି ଫେରି ଯାଇଥିବା ବେଳେ ଶିବରାମ ଭୋର୍ ଚାରିଟା ପର୍ଯ୍ୟନ୍ତ  ଦେଖିଥିଲା I ଭୋର ଚାରିଟା ପରେ ଶିବରାମ ନିଜ ପେସନ୍ ପ୍ଲସ୍ ମୋଟରସାଇକେଲ୍ ଯୋଗେ ଖୁକୁଣ୍ଡିଆରୁ ଭାୟା ଜିଲିବା ଦେଇ ନିଜ ମାମୁ ଘର ଗାଆଁ କୋକଲୁଣ୍ଡା ଫେରୁଥିବା ବେଳେ ତାକୁ ଓଡି-୩୨-କେ,୧୮୫୩ ନମ୍ବର୍ ବିଶିଷ୍ଟ ଏକ ଟ୍ରାକ୍ଟର ସହ ଧକ୍କା ଦେଇଥିଲା I ଫଳରେ ଶିବରାମ ତଳେ ପଡ଼ି ଗୁରୁତର ଆହତ ହୋଇଥିବା ବେଳେ ତାକୁ ମେଡିକାଲ୍ ନିଆଯାଉଥିବା ବେଳେ ସେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି।ଖବର ପାଇ ବେଲଗୁଣ୍ଠା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ୧୧୯/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିବା ସହ ଗାଡ଼ି ଚାଳକ କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP