Breaking News

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||     

ଏପ୍ରିଲ 5 ରେ ବାଲିଗୁଡା ଠାରେ 37ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ହେବ |

30-Mar-2026

ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ

ଓଡିଶା ଜନମତ,ବାଲିଗୁଡା, ତା, ୩୦/୦୩:-

ସଞ୍ଜୟ କୁମାର ପାଣିଗ୍ରାହୀ: --

ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଞ୍ଚିସାରିଛି l ଏପ୍ରିଲ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ କରି ଆମକୁ ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୫ ତାରିଖ ରବିବାର ସକାଳ ୮ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳର ବରଣ କରାଯିବ l ଦିବା ଘ.୧୧.୩୦ମି.ସମୟରେ ମେଇନ୍‌ରୋଡ଼ ରେ ଧୂଳିଦଣ୍ଡ ଅନୁଷ୍ଠିତ ହେବ l ଅପରାହ୍ନ ଘ.୦୪.୩୦ ମି.ସମୟରେ ବନ୍ଧପାଖରେ ପାଣିଦଣ୍ଡ ର ଆୟୋଜନ କରାଯିବ l ସନ୍ଧ୍ୟା ୦୫ ଘଟିକା ସମୟରେ ଟାଉନର ବଜାର ଛକ ନିକଟରେ ଅଞ୍ଚଳର ସବୁଠାରୁ ଆକର୍ଷଣୀୟ ୧୩ ଦଣ୍ଡର ମହାମିଳନ ଖୁବ ଯାକ ଜକମକରେ ଆୟୋଜନ କରାଯିବ l ରାତ୍ର ୮ ଘଣ୍ଟ ଠାରୁ ୧୨ ଘଣ୍ଟ  ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାତ୍ର ୧୧ ଘଣ୍ଟ ସମୟରେ ଝୁଣାଦଣ୍ଡ ର ଏକ ବିରାଟ ପଟୁଆର ହେବା ସହ ୬ ତାରିଖ ସକାଳ ୦୮ଘଣ୍ଟ ସମୟରେ ଯାତ୍ରା ସମାପ୍ତ ହେବ ଏଣୁ ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଯୋଗ ଦେବାପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l

News Comment

You Might Also Like

BACK TO TOP