Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଷଣ୍ଢ ମୂଳରେ ଆସ ସ୍କୁଲ ଯିବା ଅଭିଯାନ ଅନୁଷ୍ଠିତ |

30-Mar-2026

ଷଣ୍ଢମୂଳରେ ଆସ ସ୍କୁଲ ଯିବା ଅଭିଯାନ ଅନୁଷ୍ଠିତ ।

 ଓଡିଶା ଜନ ମତ,,ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ:--

 (୩୦.୩.୨୦୨୬)-:  ବିକଶିତ ଓଡ଼ିଶା ଗଠନ ପାଇଁ ଗୁଣାତ୍ମକ ଶିକ୍ଷାକୁ ସାକାର କରିବା ନିମନ୍ତେ ଶିଶୁ ବାଟିକା ତଥା ଛଅ ବର୍ଷରୁ ଅଧିକ ବୟସର ପିଲାମାନଙ୍କୁ ପ୍ରଥମ ଶ୍ରେଣୀରେ ନାମ ଲେଖେଇବା ନିମନ୍ତେ "ଆସ ସ୍କୁଲ ଯିବା ଅଭିଯାନ" ଆଜି ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଷଣ୍ଢମୂଳ ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟ ରଞ୍ଜନ ବିଶ୍ଵାଳ, ଗୋଷ୍ଠୀ ଶିକ୍ଷାଧିକାରୀ ରୁଦ୍ର ନାରାୟଣ ସାହୁ, ପ୍ରଧାନ ଶିକ୍ଷକ ଶ୍ରଦ୍ଧା ରଞ୍ଜନ ରାୟ  ଏବଂ ସରପଞ୍ଚ ପ୍ରଶାନ୍ତ କୁମାର ପରିଡ଼ା ସମେତ ଅନ୍ୟମାନେ ଉପସ୍ଥିତ ରହିବା ସହ ଘରକୁ ଘର ବୁଲି ବିଦ୍ୟାଳୟକୁ ପ୍ରବେଶ ଉତ୍ସବ ଦିନ ଆସି ନିଜ ନିଜର ପିଲା ମାନଙ୍କର ନାମ ଲେଖାଇବା ନିମନ୍ତେ ଅଭିଭାବକ ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ଏଥିସହିତ କୁନି କୁନି ପିଲା ମାନଙ୍କୁ ଫୁଲ ଏବଂ ଚକେଲେଟ ବାଣ୍ଟି ଥିଲେ । ଏଥିରେ ସହକାରୀ ଶିକ୍ଷକ ସୁରେଶ କୁମାର ବାରିକ, ସୁଧୀର କୁମାର ବେହେରା ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହିବା ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP