Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ପୋଲସରା ରେ ଘର କୁ ଘର ବୁଲି ଅଭି ଭାବକ ଙ୍କୁ ନିମନ୍ତ୍ରଣ |

30-Mar-2026

ପୋଲସରାରେ ଘରକୁ ଘର ବୁଲି ଅଭିଭାବକଙ୍କୁ ନିମନ୍ତ୍ରଣ, 

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା ୩୦.୦୩.୨୦୨୬:- 

ପୋଲସରା ରେ ଘର କୁ ଘର ବୁଲି ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ଦେଶର ପ୍ରଥମ ରାଜ୍ୟ ଭାବରେ  ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ମହତ୍ ଉଦ୍ଦେଶ୍ୟରେ ରାଜ୍ୟ ସରକାର ନୂତନ ଶିକ୍ଷାନୀତି ଗତ ଶିକ୍ଷାବର୍ଷ ୨୦୨୫-୨୬ ରୁ ଶିଶୁ ବାଟିକା ଆରମ୍ଭ କରିଛନ୍ତି । ଏହାକୁ ସଫଳ ରୂପାୟନ କରିବାକୁ ଉକ୍ତ ଶିଶୁ ବାଟିକାର କୁନି କୁନି ପିଲାମାନେ ନାମ ଲେଖାଇବାକୁ ସ୍ଵତନ୍ତ୍ର ନିମନ୍ତ୍ରଣ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଦ୍ଦେର୍ଶ ରହିଥିବା ବେଳେ ପୋଲସରା ପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସାହିର ଘରକୁ ଘର ଯାଇ ଶିଶୁ ବାଟିକାରେ ନାମ ଲେଖାଇବାକୁ ନିମନ୍ତ୍ରଣ ପତ୍ର ପରିବାରବର୍ଗଙ୍କୁ ପ୍ରଦାନ କରାଯାଇଛି ।ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆସିଥିବା ନିମନ୍ତ୍ରଣ ପତ୍ର ପ୍ରଦାନ ପୂର୍ବକ  ଶିଶୁଙ୍କ ପରିବାର ସହ ଆଲୋଚନା କରିଥିଲେ । ସୂଚନା ଯୋଗ୍ୟ ଯେ, ଆସନ୍ତା ଅପ୍ରେଲ ଦୁଇ ରୁ ପାଞ୍ଚ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ପୌର ପରିଷଦ ସ୍ଥିତ ସମେତ ବ୍ଲକର ୨୬ ଗୋଟି ଗ୍ରାମ ପଞ୍ଚାୟତ ସ୍ଥିତ ସମସ୍ତ ସରକାରୀ ବିଦ୍ୟାଳୟ ଗୁଡ଼ିକରେ `ପ୍ରବେଶ ଉତ୍ସବ` ଏବଂ `ଖଡ଼ିଛୁଆଁ` କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ `ଆସ ସ୍କୁଲ ଯିବା ଅଭିଯାନ` କ୍ରମେ ବିଦ୍ୟାଳୟ ବାହାରେ ଥିବା ୫ ବର୍ଷ ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ ଏହି ସ୍ଵତନ୍ତ୍ର ଶିକ୍ଷା ବ୍ୟବସ୍ଥାରେ ସାମିଲ କରାଯିବାକୁ ମଧ୍ୟ ଚେଷ୍ଟା କରାଯାଇଛି ।ଏହି ସମାଜ ମଙ୍ଗଳକାରୀ ନିମନ୍ତ୍ରଣ ପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଖାଡ଼ଙ୍ଗାଙ୍କ ସମେତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସ୍ଵରୂପ କୁମାର ପାତ୍ର, ସ୍ଥାନୀୟ ପ୍ରତିଷ୍ଠିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ସଡଙ୍ଗୀ ଏବଂ ଅନ୍ୟ ଶିକ୍ଷା ସାଧନ କର୍ମୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ପୋଲସରା ବିଧାୟକ ତଥା ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଡ଼ିଓ ଶଶିଭୂଷଣ ମହାପାତ୍ର, ତହସିଲଦାର ଦିପ୍ତିମୟି ପାତ୍ର, ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ କୌଳାଶ ଚନ୍ଦ୍ର ଜେନା, ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଏବଂ  ନଗରପାଳ ଓ ଉପନଗରପାଳ ପ୍ରମୁଖଙ୍କୁ ମଧ୍ୟ ନିମନ୍ତ୍ରଣ ପତ୍ର ଦିଆଯିବ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP