Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଚତୁର୍ଥ ପାଳି ଚୈତ ମଙ୍ଗଳବାର ରେ ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପାଟଖଣ୍ଡା |

31-Mar-2026

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା `ପାଟଖଣ୍ଡା

ଓଡିଶା ଜନମତ,ବାଲିଗୁଡା, ତା, ୩୧/୦୩: 

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା` ପାଟଖଣ୍ଡାଙ୍କ ଚୈତ୍ର ମାସର ଚତୁର୍ଥ ତଥା ଶେଷ ମଙ୍ଗଳବାର ଯାତ୍ରା ଉଦଯାପିତ ହୋଇଯାଇଛି | ଏହି ଅବସରରେ ମା` ପାଟଖଣ୍ଡା ପଦ୍ମ ଫୁଲ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ଚୈତ୍ର ମାସର ଶେଷ ମଙ୍ଗଳବାର ହୋଇଥିବା ଯୋଗୁଁ ସମଗ୍ର କନ୍ଧମାଳ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶତାଧିକ  ଭକ୍ତ ମାନେ ଆସି ମା `ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା` ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା`ଙ୍କର ଏହି ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | ମାନସିକ ଧାରୀ କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା l ଏ ନେଇ ମନ୍ଦିର ପରିଚାଳନା କମିଟି ଓ କେତେକ ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP