Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଖୋର୍ଦ୍ଧା ଜିଲ୍ଲା କର୍ମଜିବୀ ସାମ୍ବାଦିକ ସଂଘ ପକ୍ଷରୁ ଉତ୍କଳ ଦିବସ ରେ ରୋଗୀଙ୍କୁ ଫଳ ବଣ୍ଟନ |

01-Apr-2026

ଓଡ଼ିଶା ଦିଵସ ଉପଲକ୍ଷେ ଜିଲ୍ଲ  ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଫଳ ବଣ୍ଟନ ଏବଂ ପ୍ରେସ କ୍ଲବ ରେ ରକ୍ତଦାନ ଶିବିର ଆୟୋଜନ କଲା ସମ୍ମିଳିତ କର୍ମଜୀବି ସାମ୍ବାଦିକ ସଙ୍ଘ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

ଓଡ଼ିଶା ଦିବସ ଉପଲକ୍ଷେ ସମ୍ମିଳିତ କର୍ମଜୀବୀ ସାମ୍ୱାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ସଂଘ ର ଜିଲ୍ଲା ସଭାପତି ପ୍ରକାଶ କୁମାର ହାତୀ ଙ୍କ ନେତୃତ୍ୱ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହିତ, ସାମ୍ୱାଦିକ ଭବନ ଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ର ଅୟୋଜନ କରଯାଇଥିଲା l ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଖୋର୍ଦ୍ଧା ର ପୁର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ବିଜେପି ନେତା ନିକୁଞ୍ଜ କିଶୋର ପଟ୍ଟନାୟକ,ଭୁବନେଶ୍ୱର ଲୋକସଭା ସାଂସଦ ପ୍ରାର୍ଥୀ ମନ୍ମଥ କୁମାର ରାଉତରାୟ, କଂଗ୍ରେସ ନେତ୍ରୀ ସୋନାଲି ସାହୁ, ଖୋର୍ଦ୍ଧା ଜିଲ୍ଲା ଓକିଲ ସଂଘ ର ନବ ନିର୍ବାଚିତ ସଭାପତି ଲୋତକ ବିନ୍ଦୁ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ଶ୍ୟାମ ପ୍ରସନ୍ନ ମିତ୍ର ପ୍ରମୁଖ ଉପସ୍ଥିତ ରହି ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହିତ, ରକ୍ତ ଦାନ ଶିବିର ରେ ସ୍ଵେଚ୍ଛାକୃତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l ରକ୍ତଦାନ ଶିବିର ରେ ୩୦ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ରକ୍ତଦାନ ଶିବିର ଚାଲିଥିବା ସମୟ ରେ ସେହିବାଟ ଦେଇ ରାସ୍ତା ରେ ଚାଲି, ଚାଲି ଯାଉଥିବା ସୁଦୂର ସୁନ୍ଦରଗଡ଼ ଜିଲ୍ଲା ର ଦୁଇଜଣ ଯୁବକ ରକ୍ତଦାନ ଶିବିର ର ବ୍ୟାନର କୁ ଦେଖି ରକ୍ତ ଦାନ, ଏକ ମହତ ଦାନ ର ଉଦ୍ଦେଶ୍ୟ କୁ ଉପଲବ୍ଧି କରିପାରି ସ୍ଵେଚ୍ଛାକୃତ ଭାବରେ ରକ୍ତ ଦାନ କରି ଥିଲେ l ସେହି ଦୁଇ ଜଣ ବ୍ୟକ୍ତି ହେଲେ ବିକାଶ ତିର୍କୀ ଓ ସୁନିଲ ମିଞ୍ଜ l ଯାହାକି ଅନ୍ୟ ମାନଙ୍କୁ ପ୍ରେରଣା ଯୋଗାଇଥିଲା l ଏହି ରକ୍ତ ଦାନ ଶିବିର କୁ ସ୍ଵେଚ୍ଛାସେବି ଏବଂ ଜଣେ ସଫଳ ସଂଗଠକ ଶୁଭକାନ୍ତ ମହାପାତ୍ର ସୁଚାରୁ ଭାବରେ ପରିଚାଳନା କରିଥିଲେ l ଅତିଥି ମାନେ ସଂଘ ର ଏଭଳି ମହତ କାର୍ଯ୍ୟ କୁ ଭୁୟସୀ ପ୍ରଶଂସା କରିବା ସହିତ ଆଗାମୀ ଦିନ ରେ ସଂଘ ପକ୍ଷରୁ କରାଯିବାକୁ ଥିବା ଏହିପରି ଜନହିତକର କାର୍ଯ୍ୟକ୍ରମ ଗୁଡିକ ରେ ନିଜ କୁ ସାମିଲ କରିବେ ବୋଲି କହିଥିଲେ l ଏହି କାର୍ଯ୍ୟକ୍ରମ କୁ ସଂଘ ର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP