Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ହରିଡା ଖଣ୍ଡି ରୋଡ଼ ରାଧା କୃଷ୍ଣ ମନ୍ଦିର ରେ ବ୍ରହ୍ମଚାରୀ ଙ୍କ ଆତ୍ମ ହତ୍ୟା |

01-Apr-2026

*ବ୍ରହ୍ମଚାରୀ ଙ୍କ ଆତ୍ମହତ୍ୟା,

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ,:--

ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ରୋଡରେ  ଏକ ଅଭାବ ନୀୟ ଘଟଣା ଘଟିଛି  |ସେଠାରେ ଅବସ୍ଥିତ  ରାଧାକୃଷ୍ଣ ମଠ ଭିତରେ ଜଣେ ବ୍ରହ୍ମଚାରି ଆତ୍ମହତ୍ୟା କରିଛନ୍ତି ।  କେଉଁ କାରଣ ରୁ ବ୍ରହ୍ମଚାରୀ ଜଣ ଆତ୍ମହତ୍ୟ କରିଛନ୍ତ  ତାହ ସ୍ପଷ୍ ହୋ ନାହି | କିନ୍ତ  ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ର ତଦନ୍ତ  ପରେ ପ୍ରକୁତ ଘଟଣା  ଜଣା  ପଡିବ ||

News Comment

You Might Also Like

BACK TO TOP