Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବୁଗୁଡ଼ା ପିପୁଲ୍ସ କଲେଜ ତରଫରୁ ଉତ୍କଳ ଦିବସ ପାଳନ |

01-Apr-2026

ଉତ୍କଳ ଦିବସ ପାଳନ ସହ ଆଇଆରପିଏମ ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଓ ପାଠଚକ୍ର

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୦୧/୪/୨୬ : --

ବୁଗୁଡା ପିପୁଲସ କଲେଜ ପକ୍ଷରୁ  ଏପ୍ରିଲ ୦୧ ତାରିଖ ଦିନ ଉତ୍କଳ ଦିବସ ପାଳନ ହେବା ସହ ଆଇଆରପିଏମ ବିଭାଗ ପକ୍ଷରୁ ଅଧ୍ୟାପିକା ଚିନ୍ମୟୀ ପାତ୍ରଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଓ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଅନୁଷ୍ଠିତ ଉତ୍କଳ ଦିବସ ଓ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଓଡ଼ିଶାର ମହାପୁରୁଷମାନଙ୍କ ସଂଗ୍ରାମ ଯୋଗୁଁ ଭାଷା ଭିତ୍ତିକ ପ୍ରଥମ ରାଜ୍ୟ ଭାବେ ୧୯୩୬ ଏପ୍ରିଲ ୦୧ ତାରିଖ ଦିନ ଓଡିଶା ଗଠନ ହୋଇଥିଲା ବୋଲି ବକ୍ତାମାନେ ପ୍ରକାଶ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟରେ ଆଇଆରପିଏମ ବିଭାଗର ଅଧ୍ୟାପିକା ଚିନ୍ମୟୀ ପାତ୍ରଙ୍କୁ ଅନ୍ୟସ୍ଥାନରେ ନିଯୁକ୍ତି ମିଳିବା ପରେ ଅଧ୍ୟାପିକା ପଦବୀରୁ ଇସ୍ତଫା ଦେଇଥିବା ଯୋଗୁ ତାଙ୍କୁ ଆଇଆରପିଏମ ବିଭାଗ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ଓ ଛାତ୍ରଛାତ୍ରୀମାନେ ଉପହାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ, ଆଇକିୟୁଏସି ସଂଯୋଜକ ସୁଶାନ୍ତ କୁମାର ସାହୁ ଓ ବିଭାଗର ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀ ଅତିଥି ଭାବେ ଯୋଗ ଦେଇଥିଲେ। ତୃତୀୟ ପର୍ଯ୍ୟାୟରେ ଆଇଆରପିଏମ ବିଭାଗର ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ପାଠଚକ୍ରରେ କଲେଜର ଭାଇସ ପ୍ରିନ୍ସପାଲ ଅଧ୍ୟକ୍ଷତା କରିଥିବା ବେଳେ ଆଇକିୟୁଏସି ସଂଯୋଜକ ସୁଶାନ୍ତ କୁମାର ସାହୁ ଅତିଥି ଭାବେ ଯୋଗଦେଇଥିଲେ। ସେମିନାରର ଆଲୋଚ୍ୟ ବିଷୟ " ଭାରତରେ ଶ୍ରମ ସମସ୍ୟା " ସନ୍ଦର୍ଭକୁ +୩ ତୃତୀୟ ବର୍ଷ ଛାତ୍ରୀ ମନୀଷା ଗୌଡ଼ ଓ ପୂଜାରାଣୀ ପ୍ରଧାନ ପାଠ କରିଥିଲେ। ଏହି ବିଷୟ ନେଇ ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶେଷରେ ବିଭାଗର ତୃତୀୟ ବର୍ଷ ଛାତ୍ରୀ ପି.ସୁନୀ ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ।

News Comment

You Might Also Like

BACK TO TOP