Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଖଲ୍ଲିକୋଟ ସରକାରୀ ଚାରୁ ଓକାରୁକାଳ ମହାବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ ||

01-Apr-2026

ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଉକ୍ତଳ ଦିବସ ପାଳିତ।

ଓଡିଶ ଜ ମ, ଖଲ୍ଲିକୋଟ ୧-୪-୨୦୨୬, 

ବିକା ଶ କୁମାର ସାହୁ :--

 ଖଲ୍ଲିକୋଟ ସ୍ଥିତ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟ ରେ ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ   ୯୦ତମ ଉତ୍କଳ ଦିବସ ସମାରୋହ ଅନୁଷ୍ଠାନିକ ଭାବେ ଅନୁଷ୍ଠିତ ହେଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧକ୍ଷ ଶ୍ରୀଯୁକ୍ତ ଦେବୀ ପ୍ରସାଦ ଦାଶ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ସମବେତ `ବନ୍ଦେ ଉତ୍କଳ ଜନନୀ` ଗାନ କରାଯାଇ ଥିଲା lଉକ୍ତ ସଭାରେ ଭାସ୍କର୍ଯ୍ୟ କଳାବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ସୋମନାଥ ରାଉତ,ମୁଦ୍ରଣ କଳା ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ତ୍ରିନାଥ ମହାନ୍ତି, ଚିତ୍ରକଳା ବିଭାଗର ପ୍ରଶିକ୍ଷକ ଶ୍ରୀଯୁକ୍ତ ଦିନେଶ କୁମାର ସାହୁ, ମୁଦ୍ରଣ କଳା ବିଭାଗର ପ୍ରଶିକ୍ଷକ ଟିଟସ ଦଳବେହେରା, କାରୁକଳା ବିଭାଗର  ବିପିନ ସେଠି ପ୍ରମୁଖ ଉତ୍କଳ ଦିବସ ଓ ଓଡ଼ିଆ ପକ୍ଷ ପାଳନର ପ୍ରାସଙ୍ଗିକତା ଓ ମହତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ ।ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବୀ ପ୍ରସାଦ ଦାଶ ଉତ୍କଳ ଦିବସ ପାଳନର ଅଭିମୁଖ୍ୟ ,ଓଡ଼ିଆ ଭାଷା, ସାହିତ୍ୟ, କଳା, ସ୍ଥାପତ୍ୟ, ସ୍ୱାଭିମାନ ଓ ବିରତ୍ୱର  ଗାଥା ଓ ଗାରିମାମୟ ଇତିହାସ ଉପରେ ଆଲୋକପାତ କରିଥିଲେ।ଚିତ୍ରକଳା ବିଭାଗର ଅଧ୍ୟାପକ ବିପିନ ବିହାରୀ ମାର୍ଥା ଧନ୍ୟବାଦ ଅର୍ପଣ କରିଥିଲେ।ସମାରୋହର ଦ୍ଵିତୀୟ ପର୍ଯ୍ୟାୟରେ ସ୍ୱରଚିତ କବିତା ପାଠ କରାଯାଇ ଥିଲା l ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP