Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ଘୁମୁସର ର ସ୍ୱର ର 160 ତମ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ |

02-Apr-2026

ଘୁମୁସର ର ସ୍ବର"ର ୧୬୦ତମ ସାହିତ୍ୟ ଆଲୋଚନା ଚକ୍ରରେ*
*କବି ଡାକ୍ତର ରାଜେନ୍ଦ୍ର କୁମାର ବେହରା ସମ୍ବର୍ଦ୍ଧିତ*

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା-୦୨-୦୪-୨୦୨୬ :---

ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ "ଘୁମୁସର ର ସ୍ବର" ବାଲିପଦର ପକ୍ଷରୁ ଚୈତ୍ର ପୁର୍ଣ୍ଣିମା ଅବସରରେ ୧୬୦ତମ ଆଲୋଚନା ଚକ୍ର, ସମ୍ବର୍ଦ୍ଧନା ସଭା ଓ କବିତା ଆସର ବାଲିପଦର ଫ୍ରେଣ୍ଡସ୍ କ୍ଳବ୍ ଠାରେ ପ୍ରତିଷ୍ଠାନର ସଭାପତି ତଥା ବାଲିପଦର କଲେଜର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଯୁବ ସମାଜସେବୀ ଜି.ସଞ୍ଜୀବ କୁମାର ପାତ୍ର ଯୋଗଦେଇ କବିସମ୍ରାଟ ଉପେନ୍ଦ୍ରଭଞ୍ଜଙ୍କ ଫଟୋଚିତ୍ରରେ  ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଉପଖଣ୍ଡ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ଯୋଗଦେଇ ଘୁମୁସର ଅଞ୍ଚଳର ପ୍ରାଚୀନ ସାହିତ୍ୟ କୃତିକୁ ସଂରକ୍ଷଣ କରି ରଖିବା ଆମର ନୈତିକ କର୍ତ୍ତବ୍ଯ ବୋଲି ମତବ୍ୟକ୍ତ କରିଥିଲେ। ବରେଣ୍ୟ ଅତିଥି ଆନ୍ତର୍ଜାତିକ ଖ୍ୟାତି ସମ୍ପର୍ଣ୍ଣ ଡାକ୍ତର ରାଜେନ୍ଦ୍ର କୁମାର ବେହେରାଙ୍କ ସାହିତ୍ୟ କୃତିକୁ ସମ୍ମାନ ଜଣାଇ ପ୍ରତିଷ୍ଠାନ ପକ୍ଷରୁ "ଘୁମୁସର ର ସ୍ବର" ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟତମ ଅତିଥି ଭାବେ ଡ.ବ୍ରଜ କିଶୋର ପାଢ଼ୀ, ଡ. ସୂର୍ଯ୍ୟ ନାରାୟଣ ପଣ୍ଡା, ଅଧ୍ୟାପକ ଦେବାଶିଷ ସ୍ବାଇଁ, ପ୍ରଧାନ ଶିକ୍ଷକ ଇ.ନିଳାଞ୍ଚଳ ପାତ୍ର, ନୟନୀ ମହାରଣା,ରାଜେନ୍ଦ୍ର ମହାରଣା ଯୋଗଦେଇ ନିଜ ନିଜର ସୁଚିନ୍ତିତ ବକ୍ତବ୍ଯ ପ୍ରଦାନ କରିଥିଲେ। ସନ୍ୟାସୀ ମହାରଣା, କୁଶ ବଷୋୟୀ, ଧ୍ରୁବ ପାଣିଗ୍ରାହୀ, କେ.ରାଘବ ପାତ୍ର, ପଦ୍ମଲୋଚନ ଗୌଡ଼, ଜି.ମନୋଜ କୁମାର ପାତ୍ର ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଫ୍ରେଣ୍ଡସ୍ କ୍ଳବ୍ ସଭାପତି ଧନ୍ଯବାଦ ଅର୍ପଣ କରିଥିଲେ। ମାନସୀ ଗୌଡ ଭଞ୍ଜ ସଙ୍ଗୀତ ପରିବେଷଣ କରିଥିବା ବେଳେ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଶିକ୍ଷୟତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ପ୍ରସ°ଶା ସାଉଁଟିଥିଲେ।

News Comment

You Might Also Like

BACK TO TOP