Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଟଙ୍କା ହଡପ ଅଭିଯୋଗ ରେ କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରର 7କର୍ମଚାରୀ ନିଲମ୍ବିତ |

04-Apr-2026

ମେଡିକାଲର ଏରିଅର ଟଙ୍କା ହଡ଼ପ ଅଭିଯୋଗ 
ନିଲମ୍ବିତ ହେଲେ କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ୭ କର୍ମଚାରୀ,

 ଓଡିଶା ଜନ ମତ,କୋଦଳା,୦୪/୦୪/୨୦୨୬, 

ସୂର୍ଯ୍ୟ ନାରାୟଣ ବଡୁ :--
ମେଡିକାଲର ଏରିଅର ଟଙ୍କା ହଡ଼ପ କରି ନିଲମ୍ବିତ ହୋଇଛନ୍ତି ୭ କର୍ମଚାରୀ। ଗଞ୍ଜାମ ଜିଲ୍ଲା କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରୁ ଆସିଛି ଏଭଳି ସାଙ୍ଘାତିକ ଘଟଣା ।କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୭ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ମେଡିକାଲ ଏରିଅର ଟଙ୍କା ହେରଫେର ଅଭିଯୋଗରେ ନିଲମ୍ବନ କରାଯାଇଛି । ତଦନ୍ତ ପରେ ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ୭ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। 
ଏରିଅର ଟଙ୍କା ହେରଫେର ପାଇଁ ନିଲମ୍ବନ ହୋଇଥିବା ସୂଚନା ମିଳିଛି। 
ନିଲମ୍ବିତ ହୋଇଥିବା କର୍ମଚାରୀ ମାନେ ହେଲେ ନର୍ସିଂ ଅଫିସର ସରୋଜିନୀ ବେହେରା।ଏ ଏନ୍ ଏମ୍ ଭାରତୀ ପ୍ରଧାନ ଓ, ଏ ଏନ୍ ଏମ୍ ଅନ୍ନପୂର୍ଣ୍ଣା ସାହୁ। ସେହିପରି ଆଟେଣ୍ଡାଣ୍ଟ ରାମ ମଲ୍ଲିକ ଓ ଗୋପାଳ ନାୟକଙ୍କ ସହ ସୁଇପର ମନୁ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଘଟଣାର ମାଷ୍ଟର ମାଇଣ୍ଡ ଜୁନିଅର କ୍ଲର୍କ ଜତୀନ ଭୂୟାଁଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। 
କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଅଜାଣତରେ ମିଥ୍ଯା ବିଲ୍ କରି ବିନା ଅନୁମୋଦନରେ ଚଞ୍ଚକତା କରି ପ୍ରାୟ ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହରିଲୁଟ୍ କରିଥିବା ଅଡିଟ୍ ବେଳେ ଜଣାପଡିଥିଲା । ମେଡ଼ିକାଲ ଇନ୍ ଚାର୍ଜର ଆଦିତ୍ୟ ପ୍ରସାଦ ସାହୁ ଏନେଇ ତନାଘନା କରିବା ପରେ ଘଟଣା ସମ୍ପର୍କରେ ଜଣା ପଡିଥିଲା। ପରେ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଜଣାଇବା ପରେ ଏ ସମସ୍ତ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଭବାନୀ ମିଶ୍ର।

News Comment

You Might Also Like

BACK TO TOP