Breaking News

ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||     

ଯେଉଁ ସ୍କୁଲ ରେ ମନ୍ତ୍ରୀ ଦିନେ ପ୍ରାଥମିକ ଶିକ୍ଷା ଶେଷ କରିଥିଲେ, ସେହି ସ୍କୁଲ ରେ ପିଲାମାନଙ୍କୁ ଖଡ଼ି ଛୁଆଁଉଛନ୍ତି ମନ୍ତ୍ରୀ |

04-Apr-2026

ଯେଉଁ ସ୍କୁଲରୁ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିଲେ ସେହି ସ୍କୁଲର ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବରେ ମାନ୍ୟବର ମନ୍ତ୍ରୀ।

ଓଡିଶା ଜନ ମତ, ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୦୪/୪/୨୬ : ---ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ୦୪ ତାରିଖରେ ସମଗ୍ର ରାଜ୍ୟର ବିଦ୍ୟାଳୟ ଗୁଡିକରେ "ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ" ଅନୁଷ୍ଠିତ ହେଉଅଛି। ଏଥିସହ ଏପ୍ରିଲ ୦୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ "ଓଡ଼ିଆ ପକ୍ଷ" ପାଳନ ହେଉଅଛି। ଏପ୍ରିଲ ୦୪ ତାରିଖ ଉଭୟ କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ଅଟେ। ମତ୍ସ୍ୟ ଓ ପ୍ରାଣୀ ସମ୍ପାଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନିଜ ଗ୍ରାମ ହେଉଅଛି ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଘୋଳପୁର। ମନ୍ତ୍ରୀ ଶ୍ରୀ ମଲ୍ଲିକ ନିଜ ଗ୍ରାମର ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିଲେ। ଏପ୍ରିଲ ୦୪ ତାରିଖ ଦିନ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ଗ୍ରାମୀଣ ପୋଷାକ ମଠା ଧୋତି ଓ ଧଳା ଗଞ୍ଜି ପରିଧାନ କରି ଏବଂ ତଉଲିଆ କାନ୍ଧରେ ପକାଇ ନିଜ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବରେ ଅତିଥିଭାବେ ଯୋଗଦେଇଥିଲେ। ତଳେ ବସି କୁନି ଶିଶୁମାନଙ୍କୁ କୋଳରେ ବସାଇ ବିଦ୍ୟାଳୟରେ ଖଡ଼ିଛୁଆଁର ଶୁଭାରମ୍ଭ କରିଥିଲେ। ମନ୍ତ୍ରୀଙ୍କୁ ଗ୍ରାମ ଲୋକଙ୍କ ପୋଷାକରେ ନିଜ ବିଦ୍ୟାଳୟରେ ଅତି ନିକଟରୁ ପାଇଁ ଛାତ୍ରଛାତ୍ରୀମାନେ ଖୁବ ଖୁସି ଅନୁଭବ କରିଥିଲେ। ମନ୍ତ୍ରୀଙ୍କ ନିକଟରେ ଛୁଆଙ୍କ ଅଭିଭାବକ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ, ସହକାରୀ ଶିକ୍ଷକ ମନୋଜ କୁମାର ପଟ୍ଟନାୟକ, ଗୌରାଙ୍ଗ ପ୍ରଧାନ ଓ ପ୍ରଦୀପ କୁମାର ଜେନା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁନ୍ଦର ଭାବେ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP