Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ପିଏମ ଶ୍ରୀ ଅନଶ୍ଲୋ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଖଡ଼ି ଛୁଆଁ ପ୍ରବେଶ ଉତ୍ସବ ଅନୁଷ୍ଠିତ |

05-Apr-2026

ପି ଏମ୍ ଶ୍ରୀ ଅନସ୍ଲୋ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଖଡ଼ିଛୁଆଁ ପ୍ରବେଶ ଉତ୍ସବ ଆୟୋଜିତ

ପି ଏମ ଶ୍ରୀ ଅନସ୍ଲୋ ସରକାରୀ ଉଚ୍ଚବିଦ୍ୟାଳୟରେ ମହା ଆଡମ୍ବରରେ ଖଡ଼ିଛୁଆଁ ସହିତ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ତତ୍ୱାବଧାନରେ ଆୟୋଜିତ ଉତ୍ସବରେ  ପଣ୍ଡିତ ବିଦ୍ୟାଧର ଦାଶ ଭକ୍ତିପୂତ ମନ୍ତ୍ର ଉଚ୍ଚାରଣ ସାଙ୍ଗକୁ ଶ୍ରୀଗଣେଶ ବନ୍ଦନା ଗାନ କରିଥିଲେ ।
ନୂତନ ଭାବେ ବିଦ୍ୟାଳୟରେ ପାଞ୍ଚ ବର୍ଷରୁ ଊର୍ଦ୍ଧ୍ୱ ଶିଶୁ ଶିଶୁ ବାଟିକା, ଛଅ ବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଶିକ୍ଷାର୍ଥୀଙ୍କୁ ପ୍ରଧାନ ଶିକ୍ଷୟତ୍ରୀ, ପଣ୍ଡିତ ସାର ଏବଂ ଶିକ୍ଷକ ଦିଲ୍ଲୀପ ପଲେଇ  ଖଡ଼ି ଛୁଆଇଁ ବିଦ୍ୟାରମ୍ଭ କରାଇଥିଲେ l ଶିକ୍ଷାର୍ଥୀଙ୍କ ଅଭିଭାବକ ଅଭିଭାବିକାଙ୍କୁ ସରକାରଙ୍କ ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ପ୍ରଦତ୍ତ ମାଗଣା ଶିକ୍ଷାଦାନ, ବହିପତ୍ର, ପୋଷାକ ପତ୍ର, ଜୋତା ସହିତ ଯାତାୟାତ ସୁବିଧା ସମ୍ପର୍କରେ ବୁଝାଇଥିଲେ । ଏ ନେଇ ଅନୁଷ୍ଠାନ ତରଫରୁ ଏକ ରଙ୍ଗାରଙ୍ଗ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଅନସ୍ଲୋ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ଅଭିଭାବକ ଅଭିଭାବିକା, ଶିକ୍ଷାବିତ୍, ବୁଦ୍ଧିଜୀବୀ ପ୍ରବେଶ ଉତ୍ସବ ଖଡ଼ିଛୁଆଁରେ ସାମିଲ ହୋଇଥିଲେ । ବିଭିନ୍ନ ମହଲରେ ଏପ୍ରକାର କାର୍ଯ୍ୟକ୍ରମକୁ ପ୍ରଶଂସା କରାଯାଇଛି ।

ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP