Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ପୋଲସରା ଠାରେ ବିଜେପିର 47ତମ ପ୍ରତିଷ୍ଠା ଦିବସ ରେ ମଣ୍ଡଳ ସ୍ତରୀୟ କାର୍ଯ୍ୟକ୍ରମ |

06-Apr-2026

ବିଜେପିର ୪୭ ତମ ପ୍ରତିଷ୍ଠା ଦିବସରେ  ମଣ୍ଡଳ ସ୍ତରୀୟ କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା. ୬/୪/୨୦୨୬:- 

ଆଜି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ ଭାରତୀୟ ଜନତାପାର୍ଟିର ୪୭ ତମ ସ୍ଥାପନା ଦିବସ ସମଗ୍ର ଦେଶରେ ଦଳ ପକ୍ଷରୁ ପାଳନ କରାଯାଉଥିବା ବେଳେ ରାଜ୍ୟର ଘୁମୁସର ଜିଲ୍ଲା  ପୋଲସରା ନିର୍ବାଚନମଣ୍ଡଳୀର ହାତୀଓଟ  ମଣ୍ଡଳ ସ୍ତରୀୟ ସ୍ଥାପନା ଦିବସ ମଣ୍ଡଳ ସଭାପତି ପ୍ରଶାନ୍ତ ପ୍ରଧାନଙ୍କ ଅଧ୍ୟକ୍ଷତା  ଏଵଂ ପ୍ରଭାରୀ ଦୀପକ କୁମାର ପୋଲାଇଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଳମ୍ବ ପଞ୍ଚାୟତ ସ୍ଥିତ ଜୟଦୁର୍ଗା ପ୍ରେକ୍ଷାଳୟ (ନେହେରୁ ଯୁବ ସ°ସଦ) ଭବନ ଠାରେ ପାଳିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥିଭାବେ ବର୍ଷିଆନ୍,ବିଜେପି କର୍ମୀ  କାଶୀନାଥ ସାହୁ, ମୁଖ୍ୟବକ୍ତା ଭାବେ ଘୁମୁସର ଜିଲ୍ଲା ଉପ-ସଭାନେତ୍ରୀ ପ୍ରତିମା ସାହୁ ଏବଂ ସମ୍ମାନିତ ଅତିଥି ଭାବେ ପୂର୍ବତନ ସଭାପତି ରଞ୍ଜିତ ବାରିକ, କାଳୁଚରଣ ବେହେରା (ସମ୍ପାଦକ), ସାବିତ୍ରୀ, ରବିନ୍ଦ୍ର ପାତ୍ର, ଉତ୍ତମ ନାହାକ, ସତ୍ୟବାଦୀ ସାହୁ, ଗଣପତି ସାହୁ, କସ୍ତୁରୀ, ବାଲାଜୀ, ରମେଶ, ରାଜେନ୍ଦ୍ର, ମହେନ୍ଦ୍ର, ବନିତା, ବିକ୍ରମ, ଶ୍ୟାମସୁନ୍ଦର, ଉତ୍ତମ ନାୟକ, ବିକ୍ରମ, ନିବୃତ୍ତି ପ୍ରମୁଖ ମଣ୍ଡଳ ଅଧୀନସ୍ଥ କଳମ୍ବ ସମେତ  ହାତୀଓଟ, ଖଣ୍ଡୁରୁ, ବେଲଗାଁ, ବାଲିଛାଇ, ଘୋଡ଼ାପଲାଣ, ବର୍ତ୍ତିନୀ  ଓ ରୁମାଗଡ଼  ଆଦି ପଞ୍ଚାୟତ ଗୁଡ଼ିକରୁ  ଦଳୀୟ ନେତୃବୃନ୍ଦ ଏବଂ ସଂଗଠକମାନେ ଯୋଗଦେଇଥିଲେ।
ଏହି ଅବସରରେ ଉପସ୍ଥିତ ସମସ୍ତ ଅତିଥିମାନଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ଵାଗତ ଏବଂ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ଦଳର ପ୍ରତିଷ୍ଠା ଦିବସର ଅନୁଚିନ୍ତା ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ଵରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଏବଂ ଉନ୍ନତି ବିକାଶକୁ ନେଇ ସନ୍ତୋଷ ପ୍ରକଟ କରାଯିବା ସହ ଆଗକୁ ଦଳକୁ ସୁଦୃଢ଼ କରିବା ଉପରେ   ଆଲୋଚନା କରାଯାଇଥିଲା। ଏଥିରେ ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ସମର୍ଥକମାନେ ଯୋଗଦେଇଥିଲେ। ଶେଷରେ ସଭାପତି ପ୍ରଶାନ୍ତ ପ୍ରଧାନ ଉପସ୍ଥିତ ସମସ୍ତ ଅତିଥି ଏବଂ କର୍ମକର୍ତ୍ତାଙ୍କୁ ଆନ୍ତରିକ ଧନ୍ୟବାଦ୍ ଏବଂ କୃତଜ୍ଞତା ଜ୍ଞାପନ କରିଥିଲେ।

News Comment

You Might Also Like

BACK TO TOP