Breaking News

ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||     

ଖୋର୍ଦ୍ଧା ରେ ବିଜେପିର 47 ତମ ସ୍ଥାପନା ଦିବସ ପାଳିତ ||

06-Apr-2026

ବିଜେପିର ୪୭ ତମ ସ୍ଥାପନା ଦିବସ ପାଳିତ....

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

ର୍ଘ ୪୬ବର୍ଷର ସୁଦୀର୍ଘ ଯାତ୍ରା ପରେ ଭାରତୀୟ ଜନତା ପାର୍ଟି ବିଶ୍ୱର ସର୍ବବୃହତ ଦଳର ମାନ୍ୟତା ପାଇଛି ! ୧୯୮୦ ମସିହା ଅପ୍ରେଲ ୬ ତାରିଖରେ ଦଳର ମୁମ୍ବାଇ ଅଧିବେଶନରେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଭାପତିତ୍ୱରେ ଭାରତୀୟ ଜନତା ପାର୍ଟି ଗଠନ ହେଲା....
 ଆଜି ଏହି ଉପଲକ୍ଷେ ସ୍ଥାନୀୟ ସାନପଲ୍ଲା ଦଳୀୟ କାର୍ଯ୍ୟାଳୟରେ ବିଜେପି ମଧ୍ୟ ଖୋର୍ଦ୍ଧା  ମଣ୍ଡଳ ତରଫରୁ ପାର୍ଟି ର ୪୭ ତମ ସ୍ଥାପନା ଦିବସରେ ପୂର୍ବତନ ଜିଲ୍ଲା ସଭାପତି  ରଶ୍ମିରଂଜନ ମହାପାତ୍ରଙ୍କ ଦ୍ୱାରା ଦଳୀୟ ପତାକା ଉତ୍ତୋଳନ କରାଯାଇଥିଲା ! ପରେ ପରେ ମଣ୍ଡଳ ସଭାପତି ଶ୍ରୀ ରଂଜିତ କୁମାର ପଟ୍ଟଶାଣୀଙ୍କ ସଭାପତିତ୍ୱରେ ଏକ ଚିନ୍ତନ ବୈଠକରେ ଭାରତ ମାତା, ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା  .
 ଚିନ୍ତନ ବୈଠକରେ ବିଜେପି ସମବାୟ ପ୍ରକୋଷ୍ଠର ରାଜ୍ୟ ସଂଯୋଜକ ଶ୍ରୀ ଶ୍ରୀରଞ୍ଜନ ମଙ୍ଗରାଜ ମୁଖ୍ୟ ବକ୍ତାଭାବେ ପାର୍ଟିର ୪୬ବର୍ଷର ସଂଘର୍ଷମୟ ଯାତ୍ରା ସମ୍ପର୍କରେ ନିଜର ବକ୍ତବ୍ୟ ରଖିଥିଲେ। ମୁଖ୍ୟ ଅତିଥି ଶ୍ରୀ ରଶ୍ମି ମହାପାତ୍ର ଆଗାମୀ ଆହ୍ୱାନ ସମ୍ପର୍କରେ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ସମ୍ମାନୀତ ଅତିଥିଭାବେ ପୂର୍ବ ମଣ୍ଡଳ ସଭାପତି ପ୍ରଦୀପ୍ତ କୁମାର ପାଣି, ବିଧାୟକଙ୍କ ପ୍ରତିନିଧି ନଗେନ୍ଦ୍ର ନାଥ ସାହୁ ଯୋଗଦେଇଥିବାବେଳେ ସାଧାରଣ ସମ୍ପାଦକ ରଶ୍ମି ମାନ୍ଧାତା ଓ କୁନି ଦାସ, ସାଂସଦ ପ୍ରତିନିଧି ଇଂ.ବିଭୂପ୍ରସାଦ ବଳିୟାରସିଂହ, ଉପସଭାପତି କେଦାରେଶ୍ୱର ପୃଷ୍ଟି, ସମ୍ପାଦକ ଗଗନ ବଡ଼ଜେନା ଓ ସୁକାନ୍ତି ବେହେରା, ପଞ୍ଚାୟତ ପ୍ରମୁଖ ଶ୍ରୀଧର ବେହେରା, ଦିବାକର ମହାରଥୀ, ସୁବାସ ସେନାପତି, ତପନ ପାତ୍ର, ନୟନ ପରିଡା, ଜିତେନ୍ଦ୍ର ମହାନ୍ତି ପ୍ରମୁଖ କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ। ବରିଷ୍ଠ ଉପସଭାପତି ଶ୍ରୀ ଗଗନ ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP