Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

ଖୋର୍ଦ୍ଧା ବ୍ଳକ ପକ୍ଷରୁ ଜରିପୁଟ ହନୁମାନ ମନ୍ଦିର ପରିସରରେ ଓଡ଼ିଆ ପକ୍ଷ ପାଳନ , ସ୍ୱଛତା ଅଭିଯାନ |

06-Apr-2026

ଖୋର୍ଦ୍ଧା ବ୍ଲକ ପକ୍ଷରୁ ଜରିପୁଟ ହନୁମାନ ମନ୍ଦିର ପରିସରରେ ଓଡ଼ିଆ ପକ୍ଷ ପାଳନ  ସ୍ବଚ୍ଛତା ଅଭିଯାନ |

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

ଓଡ଼ିଶା ସରକାର ଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ଓଡ଼ିଆ ପକ୍ଷ ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପଣା ସଂକ୍ରାନ୍ତି ତଥା ମହା ବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଆରମ୍ଭ ପର୍ଯ୍ୟନ୍ତ ପାଳନ କରାଯାଉଅଛି l ଏହି ଉପଲକ୍ଷେ ଆଜି ଅପ୍ରେଲ ୬ ତାରିଖ ବିଭିନ୍ନ ଦେବାଳୟ ଓ ଐତିହ୍ୟ ସ୍ଥଳି ଗୁଡିକରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବ୍ଲକ ସ୍ତରୀୟ ସ୍ବଚ୍ଛତା କାର୍ଯ୍ୟକ୍ରମ ନିମନ୍ତେ ଖୋର୍ଦ୍ଧା ବ୍ଲକ ଅଧୀନ ଜରିପୁଟ ହନୁମାନ ମନ୍ଦିର ଠାରେ ସଫେଇ କାର୍ଯ୍ୟ ଖୋର୍ଦ୍ଧା ବ୍ଲକ ବିଡ଼ିଓ ସିଦ୍ଧାର୍ଥ ପଟ୍ଟନାୟକ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବ୍ଲକ ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ,, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନାୟକ, ସେକ୍ସନ ଅଫିସର ଅମିତା ମହାପାତ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସନ୍ଦୀପ ପାଣିଗ୍ରାହୀ, RH ପ୍ରୋଜେକ୍ଟ କୋଅଡିନେଟର ସୁନୀଲ କୁମାର ଜେନା  ବ୍ଲକ ର ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏଡିଓ,,ଏପିଓ ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରିଣୀ ଐଶୁର୍ଯ୍ୟ ପଟ୍ଟନାୟକ,ସ୍ୱୟଂ ସହାୟକ ଗୋଷ୍ଠୀ ର ସଭ୍ୟା , ସ୍ୱେଚ୍ଛା ସେବୀ ସଂଗଠନ ର କର୍ମକର୍ତ୍ତା ମାନେ ଯୋଗ ଦେଇ ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ l ଅତିଥି ରୂପେ ଯୋଗଦେଇଥିବା ଉପାଧ୍ୟକ୍ଷ ଶ୍ରୀ ସାମନ୍ତରାୟ ଓଡ଼ିଆ ପକ୍ଷ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ଵନ୍ଧରେ ଆଲୋକପାତ କରିବା ସହ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ନିର୍ମାଣ ପାଇଁ ସ୍ବଚ୍ଛତା ଅତି ଜରୁରିବୋଲି କହିଥିଲା ବେଳେ ନିଜର ଘର,ବାଡ଼ି, ବଗିଚା, ଶିକ୍ଷାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ପରିସର ତଥା ବିଭିନ୍ନ ଐତିହ୍ୟ ଓ ଦେବାଳୟ ସ୍ଥାନ, ସର୍ବସାଧାରଣ ସ୍ଥାନ ଗୁଡ଼ିକୁ ସଫା ସୂତରା ରଖିବାକୁ ହେଲେ ଆମେ ସମସ୍ତେ ଯତ୍ନବାନ ହେବା ଜରୁରୀ ବୋଲି  ବିଡ଼ିଓ ସିଦ୍ଧାର୍ଥ ପଟ୍ଟନାୟକ  ଗୁରୁତ୍ୱାରୋପ କରିଥିଲେ l ଏହି ଅବସରେ ଉପସ୍ଥିତ ଅଧିକାରୀ କର୍ମଚାରୀ ମାନେ ମନ୍ଦିର ପରିସର ସଫେଇ କରି ଏକ ନିଆରା ଉଦାହରଣ ସୃଷ୍ଟି କରିଥିବାରୁ ସ୍ଥାନୀୟ ବାସିନ୍ଧା ପ୍ରଶଂସା କରିଥିଲେ l ରିପୋର୍ଟ -ଗୋପାଳ କୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP