Breaking News

ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||     

କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |

06-Apr-2026

କଳମ୍ବ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି।
_________________________________
ଓଡ଼ିଆ ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
 ତା. ୦୬/୦୪/୨୦୨୬:
ପୋଲସରା ବ୍ଲକର କଳମ୍ବ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଦ୍ଵିତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନମ ବେହେରା, ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲ୍ଲିକ, ସିଡ଼ିପିଓ ତିଳୋତ୍ତମା ରାଉତ, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା,  ସରପଞ୍ଚ ଗୀତାଞ୍ଜଳି ସାହୁ, ଜନଶୁଣାଣୀ ଅଧିକାରିଣି ଲିପ୍ସା ରାଣୀ ଭଞ୍ଜ ଓ ବନ ବିଭାଗ ବନରକ୍ଷୀ କାର୍ତ୍ତିକ ସାହୁ ପ୍ରମୁଖଙ୍କ ସମେତ ସ୍ୱାସ୍ଥ୍ୟ, ଜନସ୍ୱାସ୍ଥ୍ୟ, ଆର୍ଥିକ ବିଭାଗର ଷ୍ଟାଫମାନେ ଯୋଗଦେଇଥିଲେ।
ଏହି ଅବସରରେ ମୋଟ ୨୬ ଜଣଙ୍କ ବିଭିନ୍ନ ଅଭିଯୋଗ ଗୁଡ଼ିକର ପଞ୍ଜିକରଣ ହୋଇଥିବା ବେଳେ ୧୧ ଜଣଙ୍କୁ ଭତ୍ତା, ୧୦ ଜଣଙ୍କୁ ଘରବାରି ପଟ୍ଟା ଏବଂ ୨ଟି ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀକୁ ଆର୍ଥିକ ଋଣ ପ୍ରଦାନ କରାଯାଇଥିଲା। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଦଳେଇ ପରିଚାଳନା କରିଥିବା ବେଳେ ପଞ୍ଚାୟତ ଯୋଗାଣ ସହାୟକ ରବୀନ୍ଦ୍ର ମହାନ୍ତି ଓ ଏ.ଡି.ଓ ସୁଶାନ୍ତ କୁମାର ମହାରଣାଙ୍କ ସମେତ ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ସ୍ଵେଚ୍ଛାସେବୀ ଓ ସ୍ଵଚ୍ଛକର୍ମୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP