Breaking News

ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||     

ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର

06-Apr-2026

ରକ୍ତଚାପ ସଚେତନ ଓ ସ୍ଵାସ୍ଥ୍ୟ ଶିବିର :-

ଓଡିଶା  ଜନ ମତ, ବ୍ରହ୍ମ ପୁର 

କୈଳାଶ ଚନ୍ଦ୍ର ଚୌଧୁରୀ,:--
ରେଶମ ନଗରୀ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ରକ୍ତଚାପ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ରକ୍ତଚାପ ରୋଗର କାରଣ ନିରାକରଣ ସମ୍ବନ୍ଧରେ ବୁଝାଇଥିଲେ l ଆମିଷ,ପନିର, ଅଶୁଦ୍ଧ କ୍ଷୀର,ଘିଅ, ପୋଡ଼ାତେଲ ଛଣାଖାଦ୍ୟ, ଧୂମପାନ, ମଦ୍ୟପାନ ଦ୍ଵାରା ମେଦବୃଦ୍ଧି ହୁଏ ଓ ଆଳସ୍ୟ, ଚିନ୍ତା, କ୍ରୋଧ ଦ୍ଵାରା ରକ୍ତଚାପ ହୁଏ l 
ଏହି ସବୁ ତ୍ୟାଗ କରି ସାତ ଘଣ୍ଟା ଶୋଇବେ,ସକାଳ ସନ୍ଧ୍ୟା ଅଧା ଘଣ୍ଟା ଲେଖାଏଁ ଧ୍ୟାନ କରିବେ,ଉଚ୍ଚ ରକ୍ତଚାପରେ ସର୍ପଗନ୍ଧା ମୂଳ, ଅର୍ଜୁନ ଛାଲି କ୍ୱାଥ,ପଦ୍ମମଞ୍ଜି ସେବନ କଲେ ରକ୍ତଚାପ ସହ ହୃଦ୍ରୋଗ ମଧ୍ଯ ଭଲ ହୋଇଯାଏ l 
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ,ରକ୍ତଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ,ସ୍ତ୍ରୀ ରୋଗ, ଚର୍ମରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ପରିଚାଳନାରେ ବରିଷ୍ଠ ସମାଜସେବୀ ଡି. ଶ୍ରୀନିବାସ ରାଓ ସହଯୋଗ କରିଥିଲେ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ।ଏହାର ସୁଯୋଗ ନେବା ପାଇଁ ପ୍ରତିଷ୍ଠାନ ପକ୍ଷରୁ ଡଃ ନକୁଳ ସାହୁ ଅନୁରୋଧ କରିଛନ୍ତି ।  ଫୋନ 9861450612,

News Comment

You Might Also Like

BACK TO TOP