Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||

10-Apr-2026

ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସରରେ କଳାକାରଙ୍କୁ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା: ୧୦/୦୪/୨୦୨୬: - 

ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଦଶମ  ଦିବସରେ ଲୋକ ସଂସ୍କୃତି ସହିତ ଜଡ଼ିତ ପ୍ରଥମ କରି ୨୬ ଜଣ ବିଭିନ୍ନ କଳାକାରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଅଧ୍ୟକ୍ଷା ସଙ୍ଗୀତା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରାଙ୍କ ସମେତ ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ ଏବଂ  ୧୯ ଗୋଟି ୱାର୍ଡର କାଉନସିଲରମାନେ ଯୋଗ ଦେଇଥିଲେ। କ୍ଷେତ୍ର ପରିଦର୍ଶକ ଭଗବାନ ପ୍ରଧାନଙ୍କ ସଂଯୋଜନାରେ ପୌର ପରିଷଦ ଅନ୍ତର୍ଗତ ରହି ପୁରୁଷାନୁକ୍ରମେ  ରାଜ୍ୟର ବିଭିନ୍ନ କଳା, ସଂସ୍କୃତିକୁ ନିରବଚ୍ଛିନ୍ନ ଭାବେ ବଞ୍ଚାଇ ରଖିଥିବା  ନିମନ୍ତ୍ରିତ କଳାକାରମାନଙ୍କ କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରାଯିବା ସହିତ ସେମାନଙ୍କୁ ଉତ୍ତରୀୟ, ଫଟୋଚିତ୍ର ସହିତ ପ୍ରଶଂସାପତ୍ର ଦିଆଯାଇ କରତାଳି ମଧ୍ୟରେ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏଥିସହିତ ଆସନ୍ତା ମଇ ମାସ ୧୬ ତାରିଖ ଠାରୁ  ପୌର ପରିଷଦ ପକ୍ଷରୁ ଘରକୁ ଘର ବୁଲି ଆରମ୍ଭ କରାଯିବାକୁ ଥିବା ଜନଗଣନା-୨୦୨୭ ସକାଶେ ଉପସ୍ଥିତ କଳାକାରମାନଙ୍କୁ ଚିରିକୁଟ ଏବଂ ରୁପେଲି ପରଦା ମାଧ୍ୟମରେ ସଚେତନ କରାଯାଇଥିଲା। ଏହି ସମୟରେ ପରିଷଦର ସମସ୍ତ ବିଭାଗୀୟ ଷ୍ଟାଫ୍ , କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP