Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,

11-Apr-2026

ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର

ଓଡିଶ ଜନ ମତ, କୋଦଳ  ତା-୧୧/୦୪/୨୦୨୬

ସୂର୍ଯ୍ୟ ନାରାୟଣ ବଡୁ,

କୋଦଳା ଲକ୍ଷ୍ମୀନାରାୟଣସ୍ନାତକ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ପକ୍ଷ ଉପଲକ୍ଷେ ଅଧ୍ୟକ୍ଷ ଶ୍ରୀ ରଘୁନାଥ ମୁଦୁଲି ଏବଂ ସଂଯୋଜିକା ଶ୍ରୀମତୀ ରଂଜୁବାଳା ନନ୍ଦ  ଙ୍କ ତତ୍ତ୍ଵାବଧାନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ୲ ଉକ୍ତ ଶିବିର ଟି  ଲକ୍ଷ୍ମୀନାରାୟଣ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଇ. ରାମଚନ୍ଦ୍ର ପାତ୍ର ଙ୍କ ଦ୍ଵାରା ଉଦଘାଟିତ ହୋଇଥିଲା ୲ ଏଥିରେ ନିମନ୍ତ୍ରିତ ଅତିଥି ଭାବେ  କୋଦଳା  ଏ.ଏସ . ଆଇ. ରାଜେନ୍ଦ୍ର କଅଁର, କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦ ର ନଗର ପାଳ ସୂର୍ଯ୍ୟ ନାରାୟଣ  ନାୟକ, ପୂରାତନ ଛାତ୍ର ତଥା ସାମ୍ବାଦିକ ସୂର୍ଯ୍ୟନାରାୟଣ ବଡୁ, ଯୁବ ରେଡ କ୍ରସ ସଂଯୋଜକ ଶ୍ରୀ ଜଗଦୀଶ ଚନ୍ଦ୍ର ପାଲ୍, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ, ବ୍ରହ୍ମପୁର ର ଔଷଧ ବିତରଣ ବିଭାଗର ଡଃ ଅବିନାଶ ରଥ, ନସିଂ ଅଫିସର  ରିଙ୍କୁ ସାହୁ ,ବୈଷୟିକ ଅଧିକାରୀ  ଶ୍ରୀକାନ୍ତ ବସନ୍ତିଆ,  ଭଗବାନ ଵରଡ ଓ ଗୋପାଳ କୃଷ୍ଣ ସାହୁ ଏମାନଙ୍କ ଉପସ୍ଥିତି  ରେ  ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା୲ ଜାତୀୟ ସେବା ଯୋଜନା, ୟୁବ ରେଡକ୍ରସ ଓ ସମର ଶିକ୍ଷାର୍ଥୀ ବାହିନୀ ର ଆନୁକୁଲ୍ୟରେ ,ମହାବିଦ୍ୟାଳୟ ବିଭିନ୍ନ ବିଭାଗର ଅଧ୍ୟାପକ ଅଧ୍ୟାପିକା, ଅଣ ଶିକ୍ଷକ କର୍ମଚାରୀ ଙ୍କ ସହଯୋଗରେ ସ୍ଵେଚ୍ଛାସେବୀ ମାନଙ୍କ ଠାରୁ ୪୬ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା

News Comment

You Might Also Like

BACK TO TOP