Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||

12-Apr-2026

ଅଁଳାଇ ପୀଠ ରେ 24 ତମ ମହାବୀର ଜୟନ୍ତୀ ଓ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ଶୋଭାଯାତ୍ରା ରେ ସାମିଲ ହେଲେ 100 ରୁ ଉର୍ଦ୍ଧ ମାନସିକ ବ୍ରତଧାରୀ,
 ଓଡିଶା  ଜନ ମତ,  ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ,

ଖୋର୍ଦ୍ଧା ବ୍ଲକ  ଟାଙ୍ଗିଆପଡା ପଂଚାୟତ ଅଧୀନ ଉଇଲ କିଶନ ନଗର ମା ଅଁଳାଇ ଦେବୀ ପୀଠ ରେ 24 ତମ ମହାବୀର ଜୟନ୍ତୀ ଓ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ନିମନ୍ତେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଗତକାଲି ଅଙ୍କୁରାରୋପଣ  ଓ ମଣ୍ଡଳକରଣ  ଗ୍ରାମରେ ପୂଜା ପାଉଥିବା ବିଭିନ୍ନ ଠାକୁର ଙ୍କୁ ନିମତ୍ରଣ କରାଯାଇଥିଲା l ଆଜି ଗ୍ରାମ କୁଳଗୁରୁ ପୁରୋହିତ ବିଶ୍ୱନାଥ ନନ୍ଦ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଗ୍ରାମ ର ଝାରିଆ ପୋଖରୀ ଠାରୁ ଶହେ ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ପୋଖରୀରୁ ଜଳ କଳସ ଧରି ଗ୍ରାମ୍ୟ ପରିକ୍ରମା କରି ଶୋଭାଯାତ୍ରା ରେ ଆସିଥିଲେ l ଘଣ୍ଟ ଘଣ୍ଟା,ହରିବୋଲ ହୁଳହୁଳି ନାଦରେ ପ୍ରକମ୍ପିତ ହୋଇ ଉଠିଥିଲା ଗାଁ ର ଦାଣ୍ଡ l ଗ୍ରାମର ଭାଗବତ ଠାକୁର, ତ୍ରିନାଥ ଠାକୁର, ଧବଳେଶ୍ୱର ମହାଦେବ,ରାଧାକୃଷ୍ଣ ଆଦି ନିଜ ନିଜ ସୁସଜ୍ଜିତ ବିମାନ ରେ ଯଜ୍ଞ ସ୍ଥଳ କୁ ଯାଇଥିଲେ l ଏହି ଅବସରେ ବିଭିନ୍ନ ବାଣ ଫୁଟା , ରୋଷଣୀ କଳଘୋଡା ନୃତ୍ୟ, ବୁଢାବୁଢ଼ି ନୃତ୍ୟ କୁ ଦେଖିବାକୁ ଶହ ଶହ ଲୋକ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ଯଜ୍ଞ ସ୍ଥଳରେ ପହଂଚିବା ପରେ ସୂର୍ଯ୍ୟ ପୂଜା, ମଣ୍ଡଳ ପୂଜା, ଓ ଅଗ୍ନି ସ୍ଥାପନ କରାଯାଇଥିଲା l ପରେ ଅପରାହ୍ନ ସମୟରେ ଯଜ୍ଞ କର୍ତ୍ତା ଆକାଶ ବିଶ୍ୱାଳ ଙ୍କ ଉପସ୍ଥିତି ରେ ବିଶ୍ୱଶାନ୍ତି ଯଜ୍ଞ ଆରମ୍ଭ ହୋଇଥିଲା l.ଏହି ବାର୍ଷିକ ଯଜ୍ଞ ଗ୍ରାମ ର ସମ୍ପାଦକ ସନାତନ ବିଶ୍ୱାଳ,ଙ୍କ ପରିଚାଳନା ରେ ଆୟୋଜନ ହେଉଥିଲା ବେଳେ ଆସନ୍ତାକାଲି ଅପରାହ୍ନ 5 ଟା ରେ ପୂର୍ଣ୍ଣାହୁତି  ସହିତ ଯଜ୍ଞ ସମାପନ ହେବା ପରେ ସମୂହ ପ୍ରସାଦ ସେବନ ହେବ ବୋଲି ପୁରୋହିତ ବିଶ୍ୱନାଥ ନନ୍ଦ ସୂଚନା ଦେଇଛନ୍ତି l

News Comment

You Might Also Like

BACK TO TOP