Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |

12-Apr-2026

ବିଦ୍ୟୁତ୍ ଆଘାତରେ ବିଦ୍ୟୁତ୍ କର୍ମଚାରୀଙ୍କ ମୃତ୍ୟୁ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
  ୧୨/୪/୨୦୨୬:-

ଆଜି ପୋଲସରା  ଢୁଙ୍କାପଡା ଗ୍ରାମର ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବା ବେଳେ ଉକ୍ତ ଗ୍ରାମ  ନୂଆ ସାହିର ୨୬ ବର୍ଷର ସୁଶାନ୍ତ ଗୌଡ଼ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି। ଘଟଣା ଘଟିବା ପରେ ସଙ୍ଗେ ସଙ୍ଗେ ପରିବାର ଲୋକେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣି ଭର୍ତ୍ତି କରିଥିଲେ। ସେତେବେଳେ ଡ୍ୟୁଟିରେ ଥିବା ଡାକ୍ତର ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ।ଘଟଣାର ଖବର ପାଇ ସ୍ଥାନୀୟ ପୋଲିସ ମେଡିକାଲକୁ ଯାଇ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ଏନେଇ ଥାନାରେ ୧୨/୨୬  ରେ ଏକ ମାମଲା ଦାୟର କରାଯାଇଥିବା ଏଏସଆଇ ରମଣ ଶବରଙ୍କ  ଠାରୁ ଜଣାପଡିଛି। ପୋଲସରା ବିଦ୍ୟୁତ୍ ବିଭାଗ ଉପଖଣ୍ଡ ଅଧିକାରୀ ମେଡିକାଲକୁ ଯାଇ ଘଟଣାର ପଚାରି ବୁଝିବା ପରେ ମୃତ୍ୟୁର ପ୍ରକୃତ କାରଣ ଜାଣିବାକୁ ଚେଷ୍ଟା ଜାରି ରଖିଛନ୍ତି ବୋଲି  ପ୍ରକାଶ କରିଛନ୍ତି। ଶବକୁ  ବ୍ୟବଚ୍ଛେଦ ସକାଶେ ଆସନ୍ତାକାଲି ବ୍ରହ୍ମପୁରକୁ ପଠାଯିବ ବୋଲି ପୋଲିସ ତଦନ୍ତ  ଅଧିକାରୀ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP