Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |

13-Apr-2026

କେନ୍ଦୁବାଡିରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁନାଣି ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା 
  ୧୩/୦୪/୨୬:--

 ପୋଲସରା ବ୍ଲକର କେନ୍ଦୁବାଡି ଗ୍ରାମ ପଞ୍ଚାୟତ ପରିସରରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏବିଡିଓ ସୋନମ୍ ବେହେରା, ସରପଞ୍ଚ ରମା ସ୍ବାଇଁ,ସମିତି ସଭ୍ୟ ନରେନ୍ଦ୍ର ସ୍ବାଇଁ ଯୋଗଦେଇ ସମସ୍ତଙ୍କର ଅଭିଯୋଗ ଗ୍ରହଣ କରି ଥିଲେ। ଏହି ଅବସରରେ ମୋଟ୍ ୧୬ ଜଣଙ୍କ  ଅଭିଯୋଗ ପଞ୍ଜିକୃତ ହୋଇଥିବା  ବେଳେ ୩ ଜଣଙ୍କୁ ଖାଉଟି କାର୍ଡ ୬ ଜଣଙ୍କୁ ଭତ୍ତା,୩ ଜଣଙ୍କୁ ଘରପଟ୍ଟା ଦିଆଯାଇଥିଲା।ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରିପାଠୀ,ବରିଷ୍ଠ ରାଜସ୍ବ ସହାୟକ ଗିରିଜା ଶଙ୍କର ମିଶ୍ର,ବନପାଳ କାର୍ତ୍ତିକ ସାହୁ ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ହ୍ରିତିକ ପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲାବେଳେ  ଜନଶୁଣାଣି ଅଧିକାରିଣୀ ଲିପ୍ସା ରାଣୀ ଭଞ୍ଜ,ଏଡିଓ ରଶ୍ମିତା କୁମାରୀ ନାୟକ ପ୍ରମୁଖଙ୍କ ସମେତ ଅଙ୍ଗନବାଡ଼ି ,ଆଶାକର୍ମୀ ଓ ଏସ ଏଚ ଜି ଗୃପର ମହିଳା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ଓଡ଼ିଶା ପକ୍ଷ ୨୦୨୬ ନେଇ ଅଙ୍ଗନବାଡ଼ି କର୍ମୀ ମାନଙ୍କ ଦ୍ବାରା "ଆମ ରୁଚି ଆମ ଖାଦ୍ୟ" କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ରକମର ପିଠାପଣା ପ୍ରସ୍ତୁତ କରାଯାଇଥିଲା।

News Comment

You Might Also Like

BACK TO TOP