Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |

14-Apr-2026

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

 ଓଡିଶା ଜନ ମତ, ବୁଗୁଡ଼ା,୧୪/୪:କୁମୁଦ ଚନ୍ଦ୍ର ବେହେରା:--

ଭାଜପା ଅନୁସୂଚିତ ଜାତି (ଏସ୍‌.ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା ସଭାପତି ଭାବେ ଗନ୍ଧମାର୍ଦ୍ଦନ ସେଠୀ ଦ୍ୱିତୀୟ ଥର ପାଇଁମନୋନିତ ହୋଇଥିବା ବେଳେ ଭାଜପା ଆସିକା ସାଂଗଠନିକ ଜିଲା (ଘୁମୁସର) ସଭାପତି ଭାବେ ବିକାଶ ସେଠୀ ମନୋନିତ ହୋଇଛନ୍ତି।

ଗନ୍ଧମାର୍ଦ୍ଧନ ଭଞ୍ଜନଗର ସାଂଗଠନିକ ଜିଲାର ପୋଲସରା ନିର୍ବାଚନମଣ୍ଡଳୀ ବୁଗୁଡ଼ା ବ୍ଲକ୍ ବାସିନ୍ଦା ହୋଇଥିବା ବେଳେ ବିକାଶ ଆସିକା ସାଂଗଠନିକ ଜିଲାର । ସେମାନଙ୍କ ନୂତନ ନିଯୁକ୍ତି ପରେ ଦଳୀୟ ସଂଗଠନ ଅନେକ ଅଞ୍ଚଳରେ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଗନ୍ଧମାର୍ଦ୍ଧନ ଏହା ପୁର୍ବରୁ ୩ ବର୍ଷ ଏହି ପଦବୀରେ ଥିଲେ। ଦଳ ତାଙ୍କୁ ବିଶ୍ୱାସକୁ ନେଇ ପୁଣି ଏହି ପଦବୀରେ ନିଯୁକ୍ତି ଦେଇଛି।

News Comment

You Might Also Like

BACK TO TOP